ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡ଼ିଆ ଯୁବକଙ୍କ ମରଶରୀର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ମୃତ ଓଡ଼ିଆ ଯୁବକ ନାରାୟଣ ବେହେରାଙ୍କ ମରଶରୀର ଆଜି ଓଡ଼ିଶା ଆସିଛି। ନାରାୟଣଙ୍କ ମରଶରୀର ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡା ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଥିଲେ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ବରପଦା ଗ୍ରାମର ମାଧବ ବେହେରାଙ୍କ ପୁଅ ନାରାୟଣ ୧୫ ବର୍ଷ ହେବ ଦୁବାଇରେ ଏକ ଘରୋଇ […]

duai

duai

Niranjan Mishra
  • Published: Saturday, 19 November 2022
  • Updated: 19 November 2022, 06:42 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ମୃତ ଓଡ଼ିଆ ଯୁବକ ନାରାୟଣ ବେହେରାଙ୍କ ମରଶରୀର ଆଜି ଓଡ଼ିଶା ଆସିଛି। ନାରାୟଣଙ୍କ ମରଶରୀର ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡା ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଥିଲେ।

କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ବରପଦା ଗ୍ରାମର ମାଧବ ବେହେରାଙ୍କ ପୁଅ ନାରାୟଣ ୧୫ ବର୍ଷ ହେବ ଦୁବାଇରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ନଭେମ୍ବର ୩ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ଏନେଇ ତାଙ୍କ ଭାଇ ଗୋବିନ୍ଦ ପରିବାର ଲୋକଙ୍କୁ ଜଣାଇଥିଲେ। ନାରାୟଣଙ୍କ ପିତା ଅନ୍ତିମ ସଂସ୍କାର ପାଇଁ ମରଶରୀରକୁ  ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ପୂର୍ବତନ ବିଧାୟକ ତଥା ବିଜେପି କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ।

ଏହା ପରେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଥିଲେ। ନାରାୟଣଙ୍କ ମରଶରୀର ଆଜି ଭୁବନେଶ୍ୱର ବୀମାନ ବନ୍ଦରରେ ପହଞ୍ଚିବା ପରେ ଶ୍ରୀ ପଣ୍ଡାଙ୍କ କାର୍ଯ୍ୟାଳୟ ତରଫରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପରେ ପରିବାର ଲୋକଙ୍କୁ ମରଶରୀର ହସ୍ତାନ୍ତର କରାଯାଇଥିଲା। ଶ୍ରୀ ପଣ୍ଡାଙ୍କ ତ୍ୱରିତ ପଦକ୍ଷେପ ପାଇଁ ପରିବାର ଲୋକେ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପଟେ ଦୂତାବାସର ତ୍ୱରିତ ପଦକ୍ଷେପ ପାଇଁ ଶ୍ରୀ ପଣ୍ଡା ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story