ହାଇକୋର୍ଟ ଗଲେ ଭୃଗୁ ଓ ଗୋଲକ

କଟକ(ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ପୁଲିସର ନୋଟିସ୍‌ ପାଇଥିବା ଦୁଇ ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଗୁଆ ଜାମିନ ପାଇଁ ସେମାନେ କୋର୍ଟରେ ଆବେଦନ କରିଥିବା ଜଣାପଡ଼ିଛି। ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଗୋଲକ ଛତ୍ରପୁର ଥାନାରେ ହାଜର ହୋଇ ନଥିଲେ। ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୧୬ ତାରିଖରେ ଛତ୍ରପୁରର ଯୁବ ନେତା ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। […]

bjp

bjp

Rakesh Mallick
  • Published: Friday, 08 February 2019
  • Updated: 08 February 2019, 09:41 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ପୁଲିସର ନୋଟିସ୍‌ ପାଇଥିବା ଦୁଇ ବରିଷ୍ଠ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆଗୁଆ ଜାମିନ ପାଇଁ ସେମାନେ କୋର୍ଟରେ ଆବେଦନ କରିଥିବା ଜଣାପଡ଼ିଛି।

ଗତକାଲି ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଗୋଲକ ଛତ୍ରପୁର ଥାନାରେ ହାଜର ହୋଇ ନଥିଲେ।

ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୧୬ ତାରିଖରେ ଛତ୍ରପୁରର ଯୁବ ନେତା ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୧୫ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos