୭ରେ ରାଜଭବନ ଆଗରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ି ଚାଲିଛି ଦୁଷ୍କର୍ମ ଘଟଣା। ଏହି ଅବସରରେ ମହିଳା ଓ ନାବାଳିକା ଅସୁରକ୍ଷା ହୋଇପଡ଼ିଥିବା ଅଭିଯୋଗ କରି ରାଜ୍ୟ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେପି ମହିଳା ମୋର୍ଚ୍ଚା। ସରକାରଙ୍କ ନିଷ୍କ୍ରିୟତା ଓ ଅପରାଗତାକୁ ବିରୋଧ କରି ସଂଗଠନ ପକ୍ଷରୁ ଆସନ୍ତା ୭ ତାରିଖରେ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଆଜି ଏ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମହିଳା ମୋର୍ଚ୍ଚା ରାଜ୍ୟ ପଦାଧିକାରୀଙ୍କର ଏକ ବୈଠକରେ ଅନୁଷ୍ଠିତ ହୋଇଯାଇଛି। […]

31902091_1881542918544969_685929749167472640_n

Ordigital Desk
  • Published: Thursday, 03 May 2018
  • Updated: 03 May 2018, 09:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ି ଚାଲିଛି ଦୁଷ୍କର୍ମ ଘଟଣା। ଏହି ଅବସରରେ ମହିଳା ଓ ନାବାଳିକା ଅସୁରକ୍ଷା ହୋଇପଡ଼ିଥିବା ଅଭିଯୋଗ କରି ରାଜ୍ୟ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜେପି ମହିଳା ମୋର୍ଚ୍ଚା। ସରକାରଙ୍କ ନିଷ୍କ୍ରିୟତା ଓ ଅପରାଗତାକୁ ବିରୋଧ କରି ସଂଗଠନ ପକ୍ଷରୁ ଆସନ୍ତା ୭ ତାରିଖରେ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଆଜି ଏ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମହିଳା ମୋର୍ଚ୍ଚା ରାଜ୍ୟ ପଦାଧିକାରୀଙ୍କର ଏକ ବୈଠକରେ ଅନୁଷ୍ଠିତ ହୋଇଯାଇଛି। ମୋର୍ଚ୍ଚା ପକ୍ଷରୁ ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଦିନକୁ ଦିନ ବଢି ଚାଲିଥିବା ନାବାଳିକା ଶୋଷଣ ଏବଂ ମହିଳା ଧର୍ଷଣ ଘଟଣା ସବୁଠାରୁ ଅଧିକ ଚିନ୍ତାର ବିଷୟ ସାଜିଛି। ଅନ୍ୟପଟେ ରାଜ୍ୟ ସରକାର ଏବଂ ପୁଲିସ ପ୍ରଶାସନ ଏପରି ସମ୍ବେଦନଶୀଳ ଘଟଣାକୁ ରୋକିବାରେ ସଂପୂର୍ଣ୍ଣ ବିଫଳ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ ଥିବା ଗୃହ ବିଭାଗ ସଂପୂର୍ଣ୍ଣ ସ୍ଥାଣୁ ପାଲଟିଥିବାରୁ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟୟ ହୋଇପଡିଛି। ରାଜ୍ୟରେ କ୍ରମବର୍ଦ୍ଧିଷ୍ଣୁ ନାବାଳିକା ଦୁଷ୍କର୍ମ ଘଟଣା କାରଣରୁ ମହିଳା ସଶକ୍ତିକରଣକୁ ଶକ୍ତ ଧକ୍କା ଲାଗିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ଦାୟୀ ବୋଲି ମୋର୍ଚ୍ଚା ଅଭିଯୋଗ କରିଛି। ଗତ ୫ ଦିନ ଭିତରେ ୧୭ଟି ନାବାଳିକା ଦୁଷ୍କର୍ମ ଘଟଣା ଘଟିଲାଣି। ରାଜ୍ୟର ଅଗଣିତ ମା' ଭଉଣୀ ମାନଙ୍କ ସମ୍ନାନ ଏବଂ ଜୀବୀନ ରକ୍ଷା ପ୍ରଦାନ କରିବା ପରିବର୍ତ୍ତେ ରାଜ୍ୟ ସରକାର ନିରବଦ୍ରଷ୍ଟା ସାଜିଛନ୍ତି। ଏହା ବିରୋଧରେ ଆସନ୍ତା ୭ ତାରିଖରେ ସାରା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବିଜେପି ମହିଳା କାର୍ଯ୍ୟକର୍ତ୍ତାମାନେ ଏକତ୍ରିତ ହୋଇ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ା ନିବେଦନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ବୈଠକରେ ପ୍ରଭାତୀ ପରିଡ଼ାଙ୍କ ସମେତ ଅନ୍ୟମାନଙ୍କ ମଧ୍ୟରେ ମହିଳା ମୋର୍ଚ୍ଚା ରାଜ୍ୟ ଉପସଭାନେତ୍ରୀ କାନନବାଳା ପଟ୍ଟନାୟକ, ନିୟତି ଗିରି, ସ୍ମୃତି ପଟ୍ଟନାୟକ, ପିଙ୍କି ପ୍ରଧାନ, ଡ.ଐଶ୍ୱର୍ଯ୍ୟା ବିଶ୍ୱାଳ, ସାଧାରଣ ସମ୍ପାଦିକା ପ୍ରତିଭା ଶତପଥୀ, ବବିତା ପାତ୍ର, ସମ୍ପାଦିକା ରଶ୍ମୀରେଖା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story