Advertisment

ଗାନ୍ଧୀ ମୂର୍ତ୍ତି ତଳେ ବିଜେପି ବିଧାୟକଙ୍କ ଧାରଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରୀ ହତ୍ୟା ଘଟଣାକୁ ନେଇ ବିଧାନସଭାରେ ଥମୁନି ତାତି । ଆଜି ପୁଣି ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିଧାୟକମାନେ ହୋହଲ୍ଲା କରିଥିଲେ । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି କରିଥିଲେ ବିରୋଧୀ । ଏପରିକି ବିଜେପି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିଅମ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ । ଫଳରେ ବାଚସ୍ପତି ବାଧ୍ୟ ହୋଇ ବିଧାନସଭାକୁ ୧୧ଟା ୩୦ ଯାଏଁ ମୁଲତବୀ ରଖିଥିଲେ । ଏହାପରେ ମଧ୍ୟ ବିଜେପି […]

ଗାନ୍ଧୀ ମୂର୍ତ୍ତି ତଳେ ବିଜେପି ବିଧାୟକଙ୍କ ଧାରଣା

bjp-protest-over-pari-murde

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପରୀ ହତ୍ୟା ଘଟଣାକୁ ନେଇ ବିଧାନସଭାରେ ଥମୁନି ତାତି । ଆଜି ପୁଣି ପରୀ ହତ୍ୟା ପ୍ରସଙ୍ଗରେ ବିଜେପି ବିଧାୟକମାନେ ହୋହଲ୍ଲା କରିଥିଲେ । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି କରିଥିଲେ ବିରୋଧୀ । ଏପରିକି ବିଜେପି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିଅମ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ । ଫଳରେ ବାଚସ୍ପତି ବାଧ୍ୟ ହୋଇ ବିଧାନସଭାକୁ ୧୧ଟା ୩୦ ଯାଏଁ ମୁଲତବୀ ରଖିଥିଲେ ।

Advertisment

ଏହାପରେ ମଧ୍ୟ ବିଜେପି ବିଧାୟକଙ୍କ ହୋହଲ୍ଲା କମିନଥିଲା ।  ଗୃହ ମୁଲତବୀ ପରେ ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ହାତରେ ପୋଷ୍ଟର ଧରି ଧାରଣା ଦେଇଥିଲେ । ବିଜେଡି-କଂଗ୍ରେସ ଅସାଧୁ ମେଣ୍ଟ ‘ପରୀ’କୁ ନ୍ୟାୟ ଦେବାରେ ପ୍ରତିବନ୍ଧକ ସାଜିଛି । ପରୀକୁ ନ୍ୟାୟ ଦେବା ଆମର ଦାବି ବୋଲି ନାରାବାଜି ଦେଇଥିଲେ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe