ବିଜେପୁରରେ ହେବ ନବୀନ ବନାମ ସନତ ଲଢ଼େଇ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ପ୍ରାର୍ଥୀ ଦେଇଛି ବିଜେପି। ସନତ ଗଡ଼ତିଆଙ୍କୁ ବିଜେପୁର ପାଇଁ ବିଜେପି ଟିକେଟ ଦେଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ। ଦ୍ୱିତୀୟ ପର୍ଯ୍ୟାୟର ଏହି ଗୋଟିଏ ଆସନକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଆସନରେ ଆଗୁଆ ପ୍ରାର୍ଥୀ ଘୋଷଣା କରିସାରିଛି ବିଜେପି। ଗତକାଲି ବିଳମ୍ବିତ ରାତିରେ ବିଜେପୁର ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। […]

newnnnnn88888888888

newnnnnn88888888888

Tapaswini Nayak
  • Published: Tuesday, 26 March 2019
  • Updated: 26 March 2019, 12:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ପ୍ରାର୍ଥୀ ଦେଇଛି ବିଜେପି। ସନତ ଗଡ଼ତିଆଙ୍କୁ ବିଜେପୁର ପାଇଁ ବିଜେପି ଟିକେଟ ଦେଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ। ଦ୍ୱିତୀୟ ପର୍ଯ୍ୟାୟର ଏହି ଗୋଟିଏ ଆସନକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଆସନରେ ଆଗୁଆ ପ୍ରାର୍ଥୀ ଘୋଷଣା କରିସାରିଛି ବିଜେପି।

ଗତକାଲି ବିଳମ୍ବିତ ରାତିରେ ବିଜେପୁର ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। ଅନ୍ୟପଟେ ବିଜେପୁର ଆସନରୁ ବିଜେଡି ପାଇଁ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ପ୍ରାର୍ଥୀ ହୋଇଥିବାରୁ ଏହି ଆସନ ଏବେ ଚର୍ଚ୍ଚାରେ ରହିଛି।

ବିଜେପି ବିଜେପୁର ସମେତ ବିଳମ୍ବିତ ରାତିରେ ୪ଟି ଲୋକସଭା ଆସନ ପାଇଁ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି। ଆସାମର ନାଓଗୋଙ୍ଗ ପାଇଁ ରୂପକ ଶର୍ମା, କର୍ଣ୍ଣାଟକର ବେଙ୍ଗାଲୁରୁ ରୁରାଲ ପାଇଁ ଅଶ୍ୱତ ନାରାଇନ, ବେଙ୍ଗାଲୁରୁ ସାଉଥ ପାଇଁ ତେଜସ୍ୱୀ ସୂର୍ଯ୍ୟ ଏଲ.ଏସ ଓ ଉତ୍ତର ପ୍ରଦେଶର ହାଥ୍ରାସ ପାଇଁ ଲଢିବେ ରାଜବୀର ସିଂ ବାଲ୍ମିକୀ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story