୭ରେ ପୁଣି ଆସିବେ ଅମିତ ଶାହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ୭ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ ସେ ବରଗଡ଼ ଓ ଗଞ୍ଜାମ ଜିଲ୍ଲାର ପୋଲସରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଆଜି ଏହି ସୂଚନା ଦେଇଛନ୍ତି ଦଳର ରାଜ୍ୟ ସମ୍ପାଦକ ଯତୀନ ମହାନ୍ତି। ଏହା ପୂର୍ବରୁ ଏପ୍ରିଲ୍‌ ୧ ତାରିଖ ଦିନ ମଧ୍ୟ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଥିଲେ। ପାରଳାଖେମୁଣ୍ଡିରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସେ ନବୀନ ସରକାରକୁ […]

amit

amit

Jitendra Garnayak
  • Published: Thursday, 04 April 2019
  • Updated: 04 April 2019, 02:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ୭ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେହିଦିନ ସେ ବରଗଡ଼ ଓ ଗଞ୍ଜାମ ଜିଲ୍ଲାର ପୋଲସରରେ ନିର୍ବାଚନୀ ସଭାରେ ଯୋଗ ଦେବେ। ଆଜି ଏହି ସୂଚନା ଦେଇଛନ୍ତି ଦଳର ରାଜ୍ୟ ସମ୍ପାଦକ ଯତୀନ ମହାନ୍ତି।

ଏହା ପୂର୍ବରୁ ଏପ୍ରିଲ୍‌ ୧ ତାରିଖ ଦିନ ମଧ୍ୟ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଥିଲେ। ପାରଳାଖେମୁଣ୍ଡିରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ସେ ନବୀନ ସରକାରକୁ ଉପାଡ଼ି ଫିଙ୍ଗିଦେବା ପାଇଁ ଆହ୍ୱାନ ଦେଇଥିଲେ।

ସୂଚନାଯୋଗ୍ୟ, ୟା ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦୁଇ ଥର ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିଛନ୍ତି। ମାର୍ଚ୍ଚ ୨୯ ତାରିଖରେ ସେ କୋରାପୁଟ ଜିଲ୍ଲା ଜୟପୁରରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିବା ବେଳେ ଏପ୍ରିଲ୍ ୨ ତାରିଖରେ କଳାହାଣ୍ଡିର ଭବାନୀପାଟଣା ଆସିଥିଲେ। ଏଥିରେ ଓଡ଼ିଶାରେ ପରିବର୍ତ୍ତନ ଆଣିବାକୁ ଭୋଟରଙ୍କୁ ଆହ୍ୱାନ ଦେଇଥିଲେ ଏବଂ ନବୀନ ସରକାରକୁ ଚାଷୀ ଓ ଗରୀବଙ୍କ ବିରୋଧୀ ବୋଲି ଅଭିହିତ କରିଥିଲେ। ପ୍ରଧାନମନ୍ତ୍ରୀ ଏପ୍ରିଲ୍ ୬ ତାରିଖରେ ସୁନ୍ଦରଗଡ଼ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏନେଇ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ପୂର୍ବରୁ ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story