Advertisment

ଓଡ଼ିଶା ଆସିବେ ବିଜେପି ସଭାପତି ଜେପି ନଡ୍ଡା

ଭୁବନଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଆସିବେ ବିଜେପି ସଭାପତି ଜେପି ନଡ୍ଡା। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି,  ଚଳିତ ମାସ ଶଷ ସପ୍ତାହରେ  ଓଡ଼ିଶା ବିଜେପିରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ ଶିବିରରେ ଜେପି ନଡ୍ଡା ଯୋଗଦେବେ। ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି,  ସେପ୍ଟେମ୍ବରରେ  ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଂଲ […]

ଅଦ୍ୟତନ ହୋଇଛି
ଓଡ଼ିଶା ଆସିବେ ବିଜେପି ସଭାପତି ଜେପି ନଡ୍ଡା

j.p nadda

Advertisment

ଭୁବନଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଆସିବେ ବିଜେପି ସଭାପତି ଜେପି ନଡ୍ଡା। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି।

Advertisment

ସେ ଆହୁରି କହିଛନ୍ତି,  ଚଳିତ ମାସ ଶଷ ସପ୍ତାହରେ  ଓଡ଼ିଶା ବିଜେପିରେ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଏହି ପ୍ରଶିକ୍ଷଣ ଶିବିରରେ ଜେପି ନଡ୍ଡା ଯୋଗଦେବେ।

ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି,  ସେପ୍ଟେମ୍ବରରେ  ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଂଲ ଓଡ଼ିଶା ଆସିବେ। ଏହାସହ  ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ମଧ୍ୟ  ସେପ୍ଟେମ୍ବରରେ ଓଡ଼ିଶା ଆସିବେ।  କେତେ ତାରିଖରେ  ଆସିବେ ସେନେଇ ତାରିଖ  ଚୂଡ଼ାନ୍ତ ହୋଇନାହିଁ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe