ଶ୍ରୀଜିଉଙ୍କୁ ଦର୍ଶନ କଲେ ଜେପି ନଡ୍ଡା

ପୁରୀ(ଓଡ଼ିଶା ରିପୋର୍ଟର): ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଆଜି ସକାଳେ ଜେପି ନଡ୍ଡା ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା। ନଡ୍ଡାଙ୍କ ଗସ୍ତ ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ବ୍ୟାପକ ପୁଲିସ୍‌ ମୁତୟନ କରାଯାଇଥିଲା। […]

bjp

bjp

Tapaswini Nayak
  • Published: Friday, 30 September 2022
  • Updated: 30 September 2022, 02:09 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଗତକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଆଜି ସକାଳେ ଜେପି ନଡ୍ଡା ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା।

ନଡ୍ଡାଙ୍କ ଗସ୍ତ ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସିଂହଦ୍ୱାର ସମ୍ମୁଖରେ ବ୍ୟାପକ ପୁଲିସ୍‌ ମୁତୟନ କରାଯାଇଥିଲା। ଜେପି ନଡ୍ଡାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରିଷ୍ଠ ବିଜେପି ନେତା ସମ୍ବିତ ପାତ୍ର, ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଓ ବ୍ରହ୍ମଗିରି ବିଧାୟକ ପ୍ରମୁଖ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ମହାପ୍ରଭୁଙ୍କୁ ଦର୍ଶନ କରି ପୁରୀ ତାଳବଣିଆ ହେଲିପ୍ୟାଡ୍‌ରୁ ଜେପି  ନଡ୍ଡା ଭଦ୍ରକ ଜିଲ୍ଲା ତିହିଡି ଅଭିମୁଖେ ଗସ୍ତ କରିଥିଲେ। ସେଠାରେ ଦିବଂଗତ ନେତା ବିଷ୍ଣୁ ସେଠୀଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଥିଲେ। ଏହାପରେ ଜେପି  ନଡ୍ଡା କଟକ ଓଲଟପୁର ନିରତାର ଗସ୍ତ କରିଥିଲେ। ସେଠାରେ ଶହେ ଶଯ୍ୟା ବିଶିଷ୍ଟ ପୁନର୍ବାସ କୋଠାର ଲୋକାର୍ପଣ କରିଥିଲେ । ଏହାସହ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ କରିବା ଚିକିତ୍ସା ଉଦ୍ୟାନର ଶୁଭ ଉଦଘାଟନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story