ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ଭେଟିଲେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର:ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଭେଟିଛନ୍ତି। ବିଜେପିର ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମରେ ଅବସର ବେଉରିଆଙ୍କୁ ଭେଟି ବୈଜୟନ୍ତ ପଣ୍ଡା ଜମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଓ ଏହାର ଗ୍ରହଣୀୟତା ନେଇ ତାଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଛନ୍ତି ଅବସର ବେଉରି‌ଆ। ସେହିପରି ବିଶିଷ୍ଟ ସାହିତ୍ୟିକ ସୀତାକାନ୍ତ ମହାପାତ୍ରଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଛନ୍ତି ବୈଜୟନ୍ତ ପଣ୍ଡା। […]

4321

4321

Tapas Behera
  • Published: Sunday, 22 September 2019
  • Updated: 22 September 2019, 04:17 PM IST

Sports

Latest News

ଭୁବନେଶ୍ୱର:ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କୁ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଭେଟିଛନ୍ତି। ବିଜେପିର ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମରେ ଅବସର ବେଉରିଆଙ୍କୁ ଭେଟି ବୈଜୟନ୍ତ ପଣ୍ଡା ଜମ୍ମୁ ଓ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଓ ଏହାର ଗ୍ରହଣୀୟତା ନେଇ ତାଙ୍କ ସହ ଆଲୋଚନା କରିଛନ୍ତି।

ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍‌ ସୁନାମ ଅର୍ଜନ କରିଛନ୍ତି ଅବସର ବେଉରି‌ଆ। ସେହିପରି ବିଶିଷ୍ଟ ସାହିତ୍ୟିକ ସୀତାକାନ୍ତ ମହାପାତ୍ରଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଛନ୍ତି ବୈଜୟନ୍ତ ପଣ୍ଡା। ଉଭୟଙ୍କୁ ଭେଟିବା ବେଳେ ବୈଜୟନ୍ତଙ୍କ ସହ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ମଧ୍ୟ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story