୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ବାରିପଦା (ମାଣିକଲାଲ ପାଣି): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ୟୁପିଏସ୍‌ସି କୋଚିଂ ସେଣ୍ଟରରୁ ବାଦ ଦେବା ଏବଂ ମୟୂରଭଞ୍ଜ ଜିଲ୍ଲାରେ ଖାଲି ପଡ଼ିଥିବା ୨୨୦ ଡାକ୍ତରୀ ପଦବୀ ପୂରଣ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ସକାଳୁ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ଆନ୍ଦୋଳନକାରୀମାନେ ୧୮ ଏବଂ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ବାରିପଦା ସହର ସମେତ ବିଭିନ୍ନ ସ୍ଥାନରେ ଦୋକାନ […]

tyyu7888

tyyu7888

Tapaswini Nayak
  • Published: Tuesday, 18 December 2018
  • Updated: 18 December 2018, 12:41 PM IST

Sports

Latest News

ବାରିପଦା (ମାଣିକଲାଲ ପାଣି): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ୟୁପିଏସ୍‌ସି କୋଚିଂ ସେଣ୍ଟରରୁ ବାଦ ଦେବା ଏବଂ ମୟୂରଭଞ୍ଜ ଜିଲ୍ଲାରେ ଖାଲି ପଡ଼ିଥିବା ୨୨୦ ଡାକ୍ତରୀ ପଦବୀ ପୂରଣ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି।

ସକାଳୁ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ଆନ୍ଦୋଳନକାରୀମାନେ ୧୮ ଏବଂ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି।

rtioppp

ବାରିପଦା ସହର ସମେତ ବିଭିନ୍ନ ସ୍ଥାନରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ବନ୍ଦ ଯୋଗୁ ସାଧାରଣ ଲୋକେ ହଇରାଣ ହେଉଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନକୁ ଯିବାକୁ ଘରୁ ବାହାରିଥିବା ଲୋକେ ଗାଡ଼ି ଚଳାଚଳ କରୁ ନ ଥିବାରୁ ବାଟରେ ଅଟକି ରହିଛନ୍ତି।

https://youtu.be/BNNPaTi43y4

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story