ନିର୍ବାଚନୀ ଖର୍ଚ୍ଚ ଅନିୟମିତତା ମାମଲା: ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେପି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ନିର୍ବାଚନ ଖର୍ଚ୍ଚ ଅନିୟମିତତା ମାମଲାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେପି। ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍ ଆଜି ରାଜ୍ୟପାଳଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ସାକ୍ଷାତ କରି ବିଜେପି ଟିମ୍ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ଫେରାଦ ହୋଇଥିଲା। ରାଜ୍ୟ ବିଜେପି ତା’ ପର୍ବରୁ ନ୍ୟାୟାଳୟଙ୍କ ଦ୍ୱାରସ୍ତ ହେବା ସହ ନିର୍ବାଚନ କମିଶନ ନିକଟରେ ମଧ୍ୟ ଅଭିଯୋଗ କରିସାରିଛି […]

bjp

bjp

Rakesh Mallick
  • Published: Saturday, 29 July 2017
  • Updated: 29 July 2017, 01:44 PM IST

Sports

Latest News

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାଁରେ ନିର୍ବାଚନ ଖର୍ଚ୍ଚ ଅନିୟମିତତା ମାମଲାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେପି। ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍ ଆଜି ରାଜ୍ୟପାଳଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ସାକ୍ଷାତ କରି ବିଜେପି ଟିମ୍ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ଏହା ପୂର୍ବରୁ ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ଫେରାଦ ହୋଇଥିଲା। ରାଜ୍ୟ ବିଜେପି ତା’ ପର୍ବରୁ ନ୍ୟାୟାଳୟଙ୍କ ଦ୍ୱାରସ୍ତ ହେବା ସହ ନିର୍ବାଚନ କମିଶନ ନିକଟରେ ମଧ୍ୟ ଅଭିଯୋଗ କରିସାରିଛି ବିଜେପି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos