ସିଏଏ ସମର୍ଥନରେ ବିଜେପି ଯୁବମୋର୍ଚ୍ଚାର ମାନବଶୃଙ୍ଖଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନାଗରିକତା ସଂଶୋଧନ ଆଇନ( ସିଏଏ) ସପକ୍ଷରେ ସଚେତନତା ସୃଷ୍ଟି ପାଇଁ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆଜି ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ମାନବଶୃଙ୍ଖଳ ଅନୁଷ୍ଠିତ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ଏହି ମାନବଶୃଙ୍ଖଳ କରାଯାଇ ସିଏଏ ସମର୍ଥନରେ ସ୍ଲୋଗାନ ଦିଆଯିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ବ୍ୟକ୍ତ କରାଯାଇଛି। ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ଆଜି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ସିଏଏକୁ ନେଇ କେହି […]

bjp-protest-in-bhubaneswar

bjp-protest-in-bhubaneswar

Manoranjan Sial
  • Published: Monday, 13 January 2020
  • Updated: 13 January 2020, 07:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନାଗରିକତା ସଂଶୋଧନ ଆଇନ( ସିଏଏ) ସପକ୍ଷରେ ସଚେତନତା ସୃଷ୍ଟି ପାଇଁ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆଜି ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ମାନବଶୃଙ୍ଖଳ ଅନୁଷ୍ଠିତ ହୋଇଛି। ମାଷ୍ଟରକ୍ୟାଣ୍ଟିନ ଛକରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ଏହି ମାନବଶୃଙ୍ଖଳ କରାଯାଇ ସିଏଏ ସମର୍ଥନରେ ସ୍ଲୋଗାନ ଦିଆଯିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ବ୍ୟକ୍ତ କରାଯାଇଛି।

ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ଆଜି ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ସିଏଏକୁ ନେଇ କେହି ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତକ୍ରାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ ହିଁ ଏହି ଆଇନ ଦ୍ୱାରା ପୂରଣ କରାଯାଇପାରିଛି। ଭାରତର ଜଣେ ହେଲେ ନାଗରିକ ଏହି ଆଇନ ଦ୍ୱାରା ପ୍ରଭାବିତ ହେବାର ତିଳେମାତ୍ର ଆଶଙ୍କା ନାହିାଁ ଗଣତନ୍ତ୍ରରେ ବାଦବିବାଦ, ତର୍କବିତର୍କର ସ୍ଥାନ ଅଛି କିନ୍ତୁ ହିଂସାର ସ୍ଥାନ ନାହିଁ। ସିଏଏ ବିରୁଦ୍ଧରେ ବିରୋଧୀ ଦଳ ଅପପ୍ରଚାର ଓ ହିଂସାରେ ଲିପ୍ତ ରହିଛି। ବିରୋଧୀ ଦଳର ଏଭଳି ଅପପ୍ରଚାର ବିରୁଦ୍ଧରେ ବିଜେପି ଯୁବମୋର୍ଚ୍ଚା ତରଫରୁ ଜନସଚେତନା କାର୍ଯ୍ୟକ୍ରମ କରିଛି। ଆଗାମୀ ଦିନରେ ସମସ୍ତ ଜିଲ୍ଲାରେ ଯୁବମୋର୍ଚ୍ଚା ତରଫରୁ ସିଏଏ ସମର୍ଥନରେ ଦସ୍ତଖତ ଅଭିଯାନ କରାଯିବା ସହ ଯୁବବର୍ଗଙ୍କୁ ଏହି ଆଇନର ଆବଶ୍ୟକତା ବିଷୟରେ ସଚେତନତା କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

ଏହି ମାନବଶୃଙ୍ଖଳା କାର୍ଯ୍ୟକ୍ରମରେ ବିଜେପି ଯୁବନେତା ସିକନ୍ଦର ଅଲ୍ଲୀ, କାମାକ୍ଷା ପ୍ରଧାନ, ଏନ୍ ରାଜେନ୍ଦ୍ର କୁମାର, ଇରାଶୀଷ ଆଚାର୍ଯ୍ୟ, ଦୀପକ ଗୋଚ୍ଛାୟତ, ବିଶ୍ୱଜିତ ଷଡ଼ଙ୍ଗୀ, ଅଭିଜିତ ମିଶ୍ର, ଅଭିଷେକ ଆଚାର୍ଯ୍ୟ, ଭକ୍ତବତ୍ସଳ ବସ୍ତିଆ ପ୍ରମୁଖ ପରିଚାଳନା କରିଥିଲୋ ଏହି ଅବସରରେ ଦଳର ବରିଷ୍ଠ ନେତା ସମୀର ମହାନ୍ତି,ପୃଥ୍ୱୀରାଜ ହରିଚନ୍ଦନ, ଦିଲୀପ ମହାନ୍ତି, ଜଗନ୍ନାଥ ପ୍ରଧାନ, ବାବୁ ସିଂ, ବିଭୂତି ଜେନା, ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story