ସମୀର ମହାନ୍ତି କରୋନାରେ ଆକ୍ରାନ୍ତ, ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଏନେଇ ସୂଚନା ଦେଇଛନ୍ତି। ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ଏ ସଂପର୍କରେ ଟ୍ୱିଟ୍ କରି ସମୀର ମହାନ୍ତି କହିଛନ୍ତି, କରୋନା ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ସୁସ୍ଥ ଅଛନ୍ତି। ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ ସଂଗରୋଧରେ ରହିବା ସହ ପରୀକ୍ଷା କରାଇ […]

sameermohanty

sameermohanty

Jitendra Garnayak
  • Published: Monday, 14 September 2020
  • Updated: 14 September 2020, 09:11 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଏନେଇ ସୂଚନା ଦେଇଛନ୍ତି। ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ଏ ସଂପର୍କରେ ଟ୍ୱିଟ୍ କରି ସମୀର ମହାନ୍ତି କହିଛନ୍ତି, କରୋନା ଲକ୍ଷଣ ଦେଖାଦେବାରୁ ପରୀକ୍ଷା କରାଇଥିଲି। ରିପୋର୍ଟ ପଜିଟିଭ୍ ଆସିଛି। ମୁଁ ସୁସ୍ଥ ଅଛନ୍ତି।

ଏହା ସହିତ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ ସଂଗରୋଧରେ ରହିବା ସହ ପରୀକ୍ଷା କରାଇ ନେବାକୁ ଅନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story