ସପ୍ତାହବ୍ୟାପୀ ମୋଦିଙ୍କ ଜନ୍ମଦିନ ପାଳିବ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ବିଜେପି ଏଥର ଏକ ସପ୍ତାହ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରିବ। ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ହୋଇଥିବାବେଳେ ୧୪ରୁ ୨୦ତାରିଖକୁ ସେବା ସପ୍ତାହ ଭାବେ ବିଜେପି ପାଳନ କରିବାକୁ ନିଷ୍ପତ୍ତି ନେଇଛି । ରାଜ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କୁ ରାଜ୍ୟ ସଂଯୋଜକ ଓ ମହେଶ ମହାନ୍ତିଙ୍କୁ ସହ-ସଂଯୋଜକ ଭାବେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ […]

modi-2..

modi-2..

Manoranjan Sial
  • Published: Wednesday, 04 September 2019
  • Updated: 04 September 2019, 08:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନକୁ ବିଜେପି ଏଥର ଏକ ସପ୍ତାହ ପର୍ଯ୍ୟନ୍ତ ଦେଶବ୍ୟାପୀ ପାଳନ କରିବ। ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ହୋଇଥିବାବେଳେ ୧୪ରୁ ୨୦ତାରିଖକୁ ସେବା ସପ୍ତାହ ଭାବେ ବିଜେପି ପାଳନ କରିବାକୁ ନିଷ୍ପତ୍ତି ନେଇଛି । ରାଜ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କୁ ରାଜ୍ୟ ସଂଯୋଜକ ଓ ମହେଶ ମହାନ୍ତିଙ୍କୁ ସହ-ସଂଯୋଜକ ଭାବେ ଦାୟିତ୍ୱ ନ୍ୟସ୍ତ କରାଯାଇଛି।
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ତଥା ସେବା ସପ୍ତାହ ସମିତିର ରାଷ୍ଟ୍ରୀୟ ସଂଯୋଜକ ଅର୍ଜୁନ ରାମ ମେଘୱାଲ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏହି ସେବା ସପ୍ତାହ ମଧ୍ୟରେ ଦଳର ସାଂସଦ, ବିଧାୟକ, ଜିଲ୍ଲାଧ୍ୟକ୍ଷ, ଜନ ପ୍ରତିନିଧୀ ଏବଂ ରାଜ୍ୟ ପଦାଧିକାରୀମାନେ ବିଭିନ୍ନ ପ୍ରକାରର ସାମାଜିକ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ସପ୍ତାହରେ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, ଚକ୍ଷୁ ପରୀକ୍ଷା, ଅସ୍ତ୍ରୋପଚାର ଶିବିର ଏବଂ ଔଷଧ ବଣ୍ଟନ ଆଦି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥି ସହ ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମ ମାନଙ୍କରେ ଫଳ ବିତରଣ କରାଯିବ। ଦିବ୍ୟାଙ୍ଗମାନଙ୍କର ଶିକ୍ଷା ଏବଂ ପାଳନପୋଷଣ ପାଇଁ ବିଭିନ୍ନ ସମାଜିକ ସଙ୍ଗଠନ ମାନଙ୍କ ସହିତ ସହଭାଗିତାରେ ସେବା କାର୍ଯ୍ୟ କରାଯିବ।
ପ୍ରଧାନମନ୍ତ୍ରୀ ମୋଦି ପ୍ଲାଷ୍ଟିକ ମୁକ୍ତ ଭାରତର ଯେଉଁ କଳ୍ପନା କରିଛନ୍ତି, ତାହାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କର୍ମକର୍ତ୍ତାମାନେ ମଧ୍ୟ ସଂକଳ୍ପ ନେବେ। ଏଥିପାଇଁ ବିଜେପି କର୍ମକର୍ତ୍ତାମାନେ ନିଜ ଅଞ୍ଚଳର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ଲାଷ୍ଟିକ ସାମଗ୍ରୀ ବର୍ଜନ କରିବା ଓ ଜଳ ସଂରକ୍ଷଣ ନିମନ୍ତେ ସଚେତନ କରାଇବେ। ସାଧାରଣ ଲୋକଙ୍କ ଭିତରେ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ନିମନ୍ତେ ଜନଜାଗରଣ ସୃଷ୍ଟି କରାଯିବ ବୋଲି ଶ୍ରୀ ମେଘୱାଲ କହିଛନ୍ତି।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସାର୍ବଜନୀନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ସହ ବିଭିନ୍ନ ସ୍ଥାନରେ ମେଡିକାଲ ଶିବିର ଏବଂ ବୃକ୍ଷରୋପଣ ମଧ୍ୟ କରାଯିବ। ପ୍ରଧାନମନ୍ତ୍ରୀ ମୋଦି ପିଲାବେଳୁ ସେବାକୁ ପ୍ରାଧାନ୍ୟ ଦେଇ ଆସୁଥିବାରୁ ତାଙ୍କର ଜୀବନଧାରା ଏବଂ ଉପଲବ୍ôଧ ସଂର୍ପକିତ ପୁସ୍ତକକୁ ସମସ୍ତ ସହର ଏବଂ ଜିଲ୍ଲାରେ ପ୍ରଦର୍ଶିତ କରାଯିବ। ଦଳର ବରିଷ୍ଠ ନେତାମାନେ ମଧ୍ୟ ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ଭେଟି ବ୍ୟକ୍ତିଗତ ଭାବେ ଏହି ପୁସ୍ତକକୁ ପ୍ରଦାନ କରିବେ ବୋଲି ଶ୍ରୀ ମେଘୱାଲ କହିଛନ୍ତି।
ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ବିଧାୟକ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ସମେତ ବରିଷ୍ଠ ନେତା ଯତୀନ ମହାନ୍ତି, ଗୋଲକ ମହାପାତ୍ର, ଉମାକାନ୍ତ ପଟ୍ଟନାୟକ, ମହେଶ ମହାନ୍ତି ଓ ଡାକ୍ତର କୈଳାସ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story