Advertisment

ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁବମାରଣ ନୀତି ଏବଂ ବେକାର ଯୁବକ ଯୁବତୀଙ୍କୁ ରୋଜଗାର ଯୋଗାଇବାରେ ରାଜ୍ୟ ସରକାର ବିଫଳ ହୋଇଥିବା ଅଭିଯୋଗରେ ବିଜେପି ଯୁବମୋର୍ଚ୍ଚା ରାଜଧାନୀରେ ଶକ୍ତି ପ୍ରଦର୍ଶନ କରିବ। ଏହାଦସ ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ କରାଯିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ସରକାର ବେକାର ଯୁବକଯୁବତୀଙ୍କୁ ନିଯୁକ୍ତି ନଦେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ସୂଚନା ଦେଇଛନ୍ତି।

author-image
Rakesh Mallick
ଅଦ୍ୟତନ ହୋଇଛି
ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା

bjp

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁବମାରଣ ନୀତି ଏବଂ ବେକାର ଯୁବକ ଯୁବତୀଙ୍କୁ ରୋଜଗାର ଯୋଗାଇବାରେ ରାଜ୍ୟ ସରକାର ବିଫଳ ହୋଇଥିବା ଅଭିଯୋଗରେ ବିଜେପି ଯୁବମୋର୍ଚ୍ଚା ରାଜଧାନୀରେ ଶକ୍ତି ପ୍ରଦର୍ଶନ କରିବ। ଏହାଦସ ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ କରାଯିବାର କାର୍ଯ୍ୟକ୍ରମ ରହିଛି।

Advertisment

ରାଜ୍ୟ ସରକାର ବେକାର ଯୁବକଯୁବତୀଙ୍କୁ ନିଯୁକ୍ତି ନଦେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରଖିବ ବୋଲି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ସୂଚନା ଦେଇଛନ୍ତି।