ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ଚିକିଟି ବିଧାନସଭା ଆସନ ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନସାମନ୍ତରାୟଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଝାଟିଆପଦର ୮୨ ନମ୍ବର ବୁଥ୍ରେ ତାଙ୍କୁ ମାଡ଼ ମରାଯାଇଥିବା ବିଜେପି ଅଭିଯୋଗ କରିଛି। ଏକ ପ୍ରେସ୍ମିଟ୍ରେ ବିଜେପି ରାଜ୍ୟ ଉପ-ସଭାପତି ସମୀର ମହାନ୍ତିଙ୍କ ଏହି ଅଭିଯୋଗ କରିଛନ୍ତି।
ଶ୍ରୀ ମହାନ୍ତି ଆହୁରି ଅଭିଯୋଗ କରିଛନ୍ତି ଯେ, ଚିକିଟି ନିର୍ବାଚନମଣ୍ଡଳୀର ଅନେକ ବୁଥ୍ରେ ରିଗିଂ ହୋଇଛି। ଏଥିସହ ୧୮ଟି ବୁଥ୍ରେ ବିଜେପି ଏଜେଣ୍ଟ୍ଙ୍କୁ ପୂରାଇ ଦିଆଯାଇନାହିଁ।
କୋରାପୁଟର ୧୫୯ନଂ ବୁଥ୍ରେ ବିଜେପି ଏଜେଣ୍ଟକୁ ତାଲା ପକାଇ ଦିଆଯାଇଥିବା ଶ୍ରୀ ମହାନ୍ତି ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।