ରାଜ୍ୟରେ ୫୦ଲକ୍ଷ ନୂଆ ସଭ୍ୟ ସଂଗ୍ରହ କରିବ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମଗ୍ର ରାଜ୍ୟରେ ୫୦ଲକ୍ଷ ନୂଆ ସଭ୍ୟ ସଂଗ୍ରହ କରିବାକୁ ବିଜେପି ଲକ୍ଷ୍ୟ ରଖିଛି। ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀର ଭୀମଟାଙ୍ଗୀଠାରେ ରାଜ୍ୟ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିବା ସହ ସଭ୍ୟ ସଂଗ୍ରହ ଅଭିଯାନକୁ ବ୍ୟାପକ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତିି, “ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମତିଥିରେ ଆଜି ଆରମ୍ଭ ହୋଇଥିବା ଏହି ସଦସ୍ୟତା ଅଭିଯାନ ଦେଶର ପୁନଃନିର୍ମାଣରେ ସହଭାଗିତା କରିବା ସହ […]

bjp

bjp

Manoranjan Sial
  • Published: Saturday, 06 July 2019
  • Updated: 06 July 2019, 08:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମଗ୍ର ରାଜ୍ୟରେ ୫୦ଲକ୍ଷ ନୂଆ ସଭ୍ୟ ସଂଗ୍ରହ କରିବାକୁ ବିଜେପି ଲକ୍ଷ୍ୟ ରଖିଛି। ଆଜି ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀର ଭୀମଟାଙ୍ଗୀଠାରେ ରାଜ୍ୟ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିବା ସହ ସଭ୍ୟ ସଂଗ୍ରହ ଅଭିଯାନକୁ ବ୍ୟାପକ କରିବା ପାଇଁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତିି, "ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମତିଥିରେ ଆଜି ଆରମ୍ଭ ହୋଇଥିବା ଏହି ସଦସ୍ୟତା ଅଭିଯାନ ଦେଶର ପୁନଃନିର୍ମାଣରେ ସହଭାଗିତା କରିବା ସହ ଏକ ନୂଆ ଭାରତ ଏବଂ ନୂଆ ଓଡ଼ିଶା ଗଠନ କରିବାରେ ଏକ ବଡ଼ ଭୂମିକା ଗ୍ରହଣ କରିବ। ରାଜ୍ୟର ସମସ୍ତ ୩୬ ହଜାର ବୁଥରେ ଓଡ଼ିଆ ଲୋକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ହାତମୁଠାକୁ ଆଗାମୀ ଦିନରେ ଆହୁରି ଟାଣ କରିବେ। ଏବେସୁଦ୍ଧା ସମଗ୍ର ଦେଶରେ ୧୧ କୋଟି ଓ ରାଜ୍ୟରେ ୩୬ ଲକ୍ଷ ଲୋକ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ଆଜିଠୁ ଏହାକୁ ବ୍ୟାପକ କରାଯିବ। ପ୍ରତିବୁଥରେ ସଦସ୍ୟତା ଗ୍ରହଣ କରାଯିବା ସହ ବୃକ୍ଷରୋପଣ କରାଯିବ।"

ସେହିପରି ଭୁବନେଶ୍ୱର ଲୋକସଭା ସାସଂଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଗାମୀ ଦିନରେ ରାଜ୍ୟରେ ବିଜେପି ସରକାର ଗଠନ କରାଯିବ। ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଥିବା ୧୬୪୯ ବୁଥରେ ସଦସ୍ୟତା ଅଭିଯାନକୁ ଆଗକୁ ନେବାସହ ସମସ୍ତ ବର୍ଗର ଲୋକମାନଙ୍କୁ ବିଜେପି ସହ ଯୋଡ଼ାଯିବ। ‘ଗୋଟିଏ ଟିମ୍ ଓ ଗୋଟିଏ ଲକ୍ଷ୍ୟ’ ରଖି ସଦସ୍ୟତା ଅଭିଯାନକୁ ସଫଳ କରାଇବାର ସଂକଳ୍ପ ନିଆଯାଇଛି। ନିଜ ନିଜ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା ବାଣ୍ଟିବା ସହ ସଦସ୍ୟତା ଅଭିଯାନକୁ ଆଗକୁ ନିଆଯିବ।

ଉଲ୍ଲେଖଯୋଗ୍ୟ, ବିଜେପିରେ ପ୍ରତି ୩ ବର୍ଷରେ ଥରେ ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମ ହୋଇଥାଏ। ଚଳିତ ବର୍ଷ ଉଭୟ ଅନଲାଇନ ଏବଂ ଅଫ ଲାଇନ ମାଧ୍ୟମରେ ବିଜେପି ସଭ୍ୟ ସଂଗ୍ରହ କରିବ। ମୋବାଇଲ ନମ୍ବର ‘୮୯୮୦୮-୦୮୦୮୦’ ନମ୍ବରକୁ ମିସ୍ କଲ୍ ଦେଇ ଯେ କେହି ସଦସ୍ୟତା ଗ୍ରହଣ କରିପାରିବେ। ନରେନ୍ଦ୍ର ମୋଦି ଆପକୁ ଯାଇ ମଧ୍ୟ ସାଧାରଣ ଲୋକ ସଦସ୍ୟତା ନେଇ ପାରିବେ। ଟ୍ୱିଟର ଏବଂ ୱେବସାଇଟ ମାଧ୍ୟମରେ ସଦସ୍ୟତା ଗ୍ରହଣ କରିହେବ। ଯେଉଁଠାରେ ମୋବାଇଲ ସେବା ଉପଲବ୍ଧ ନାହିଁ, ସେଠାରେ ବ୍ୟକ୍ତିଗତ ଭାବରେ ସଦସ୍ୟତା ଫର୍ମ ପୂରଣ କରି ସଦସ୍ୟତା ଗ୍ରହଣ କରାଯାଇପାରିବା ଗୋଟିଏ ମୋବାଇଲ ନମ୍ବରରୁ ସର୍ବାଧିକ ୪ ଜଣ ସଦସ୍ୟତା ନେଇପାରିବେ। ସବୁ ବର୍ଗର ଲୋକଙ୍କୁ ସଦସ୍ୟ ଭାବେ ସାମିଲ କରାଯିବ। ବିଶେଷକରି ଯେଉଁମାନେ ପ୍ରଥମଥର ମତଦାତା ହେବାକୁ ଯାଉଛନ୍ତି ସେମାନଙ୍କୁ ପ୍ରାଥମିକତା ଦିଆଯିବ।

ଏହି ସଦସ୍ୟତା ସଂଗ୍ରହ ଅଭିଯାନର ଶୁଭାରମ୍ଭ ଅବସରରେ ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିଧାୟକ ଦଳର ପୂର୍ବତନ ନେତା କନକ ବର୍ଦ୍ଧନ ସିଂହଦେଓ , ବରିଷ୍ଠ ନେତା ଦାମୋଦର ରାଉତ, ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ, ପୂର୍ବତନ ଡିଜିପି ପ୍ରକାଶ ମିଶ୍ର, ରାଜ୍ୟ ଉପ ସଭାପତି ସମୀର ମହାନ୍ତି, ସଦସ୍ୟତା ଅଭିଯାନର ରାଜ୍ୟ ପ୍ରଭାରୀ ଅନନ୍ତ ନାୟକ, ସହ ପ୍ରଭାରୀ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ବିଧାୟକ ଲଳିତେନ୍ଦୁ ମହାପାତ୍ର, ରାଜ୍ୟ ସଂପାଦକ ଲେଖାଶ୍ରୀ ସାମନ୍ତସିଂହାର, ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ, ମୁଖପାତ୍ର ଗୋଲକ ମହାପାତ୍ର, ଦିଲ୍ଲୀପ ମହାନ୍ତି, ଜଗନ୍ନାଥ ପ୍ରଧାନ, ବାବୁ ସିଂ, ଭୁବନେଶ୍ୱର ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିିଆଙ୍କ ସମେତ ବହୁ ରାଜ୍ୟସ୍ତରୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story