ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳା ପତାକା ପ୍ରଦର୍ଶନ

ଭବାନୀପାଟଣା (ରାଜକୁମାର ସିଂହଦେଓ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଆଜି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି। ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ତାଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି। ଭବାନୀପାଟଣାର ନକଟିଗୁଡ଼ାରେ ଆଜି ସନ୍ଧ୍ୟାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଥିଲା। ତାଙ୍କ ସହିତ ବିଜେଡି ବିଧାୟକ ତଥା ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ବିରୋଧ କରାଯାଇଥିଲା ଓ କଳାପତାକା ପ୍ରଦର୍ଶନ କରାଯାଇଥିଲା। କଳା ପତାକା […]

Dibya Shankar Mishra

Dibya Shankar Mishra

Jitendra Garnayak
  • Published: Saturday, 06 November 2021
  • Updated: 06 November 2021, 07:22 PM IST

Sports

Latest News

ଭବାନୀପାଟଣା (ରାଜକୁମାର ସିଂହଦେଓ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଆଜି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି। ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ତାଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଛି।

ଭବାନୀପାଟଣାର ନକଟିଗୁଡ଼ାରେ ଆଜି ସନ୍ଧ୍ୟାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କରାଯାଇଥିଲା। ତାଙ୍କ ସହିତ ବିଜେଡି ବିଧାୟକ ତଥା ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ବିରୋଧ କରାଯାଇଥିଲା ଓ କଳାପତାକା ପ୍ରଦର୍ଶନ କରାଯାଇଥିଲା।

କଳା ପତାକା ପ୍ରଦର୍ଶନ କରିଥିବାରୁ ପୁଲିସ୍ କଳାହାଣ୍ଡି ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଜୟଦେବ ସାହୁ, ରାଷ୍ଟ୍ରୀୟ ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଦୀପ୍‌ଜ୍ୟୋତି ମୁଣ୍ଡ୍, ରାଜ୍ୟ ଯୁବମୋର୍ଚ୍ଚା ସଂଯୋଜକ ହିମାଂଶୁ ପଣ୍ଡାଙ୍କ ସମେତ ଆଠ ଜଣଙ୍କୁ ଅଟକ ରଖିଛି।

ଅନ୍ୟପକ୍ଷରେ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରିବା ଓ ଘଟଣାର ସିବିଆଇ ତଦନ୍ତ ଦାବିରେ ଆଜି ବିଜେପି ନେତ୍ରୀ ସ୍ମୃତି ପଟ୍ଟନାୟକଙ୍କ ନେତୃତ୍ୱରେ ଭବାନୀପାଟଣାର ଏସପି ଅଫିସ ସମ୍ମୁଖରେ ଧାରଣା ଦେଇଥିଲା ଦଳର ମହିଳା ମୋର୍ଚ୍ଚା। ମହିଳା ମୋର୍ଚ୍ଚାର କର୍ମୀ ମାନେ ପାର୍ଟି ଅଫିସରୁ କୋକେଇ ଶୋଭାଯାତ୍ରାରେ ଆସି ଏସ୍‌ପି ଅଫିସ ଆଗରେ ପହଞ୍ଚିଥିଲେ। ସେଠାରେ ସେମାନେ କର୍ଡନ ଭାଙ୍ଗି ଏସ୍‌ପିଙ୍କ ଅଫିସ୍‌ ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୁଲିସ୍ କର୍ମଚାରୀଙ୍କ ସହିତ ସେମାନଙ୍କର ଧସ୍ତାଧସ୍ତି ହୋଇଥିଲା।

ସୂଚନାଯୋଗ୍ୟ, ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ଆଜି କହିଛନ୍ତି ଯେ ଯେତେ ଦିନ ପର୍ଯ୍ୟନ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର କରା ନ ଯାଇଛି ଓ ଘଟଣାର ସିବିଆଇ ତଦନ୍ତ କରିବାକୁ ସୁପାରିସ ନ କରାଯାଇଛି, ସେତେଦିନ ପର୍ଯ୍ୟନ୍ତ ଦଳ ଆନ୍ଦୋଳନ ଜାରି ରଖିବ। ଆସନ୍ତା ୮ ତାରିଖରୁ ଦଳ ମୁଖ୍ୟମନ୍ତ୍ରୀଙ୍କୁ ସାମାଜିକ ବାସନ୍ଦ କରିବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story