ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’ ମୁକାବିଲା ପାଇଁ ପୂର୍ବତଟ ରେଲୱେ ବ୍ୟାପକ ବ୍ୟବସ୍ଥା କରିଛି। ସଂକ୍ରମଣ ରୋକିବାକୁ ସମସ୍ତ ଏସି କୋଚରେ କମ୍ବଳ ଓ ବେଡ୍ସିଟ୍ ହଟାଇ ଦେଇଛି ପୂର୍ବତନ ରେଳ। ତେବେ ଯାତ୍ରୀ ଚାହିଁଲେ ତାଙ୍କୁ ଅଲଗା ବେଡ୍ସିଟ୍ ଯୋଗାଇ ଦିଆଯିବ ବୋଲି ରେଳ ବିଭାଗ ପକ୍ଷରୁ କୁହାଯାଇଛି।
ଏଥିସହ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା କରାଯାଇଛି। ସମସ୍ତ ରେଳ କର୍ମଚାରୀଙ୍କୁ ଏନେଇ ସଚେତନ କରାଯାଇଛି। ଷ୍ଟେସନ ଗୁଡ଼ିକରେ ଯାତ୍ରୀଙ୍କୁ ପୋଷ୍ଟର, ବ୍ୟାନର ଓ ଅଡିଓ ଭିଜୁଆଲ୍ ପ୍ରସାରଣ ଦ୍ୱାରା ସଚେତନ କରାଯାଉଛି। ରେଳ ହସ୍ପିଟାଲ୍ରେ ଆଇସୋଲେସନ ଓ୍ୱାର୍ଡ କରାଯିବା ସହ ଜ୍ୱର ଥିବା ରୋଗୀଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖାଯାଉଛି। ଭୁବନେଶ୍ୱର, ଖୋର୍ଦ୍ଧା, ସମ୍ବଲପୁର ଓ ବିଶାଖାପାଟଣା ରେଲୱେ ହସ୍ପିଟାଲରେ ୧୦ ବେଡ ବିଶିଷ୍ଟ ଆଇସୋଲେସନ ଓ୍ୱାର୍ଡ ଖୋଲାଯାଇଛି। ସମସ୍ତ ରେଲୱେ ହସ୍ପିଟାଲରେ କଣ୍ଟ୍ରୋଲ ରୁମ୍ ଓ ହେଲ୍ପ ଲାଇନ ବ୍ୟବସ୍ଥା କରାଯାଇଛି। ସମସ୍ତ ଷ୍ଟେସନ ପ୍ଲାଟଫର୍ମ, ରେଲୱେ କଲୋନୀ, କୋଚ ଓ ଶୌଚାଳୟକୁ ସଂକ୍ରମଣ ମୁକ୍ତ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।