ହାଲ୍‌ କାରଖାନାରେ କମ୍ପ୍ରେସର ଫାଟି ଜଣେ କର୍ମଚାରୀଙ୍କ ମୃତ୍ୟୁ

କୋରାପୁଟ (ସୂର୍ଯ୍ୟନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲା ସୁନାବେଡା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଆଜି ଅଘଟଣ ଘଟିଛି। କମ୍ପ୍ରେସର ଫାଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେଇଛନ୍ତି SDPO ନିରଞ୍ଜନ ବେହେରା। ହାଲ୍‌ର ମେକାନିକ୍‌ ହେଡ୍‌ ସୁଦାମ ମହାନ୍ତି ଆଜି ଫ୍ୟାକ୍ଟ୍ରିରେ ଏକା କାମ କରୁଥିଲେ। ଠିକ୍‌ ଏତିକି ବେଳେ କମ୍ପ୍ରେସର ଫାଟିଯାଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଶରୀରର ୯୦ ଭାଗ ପୋଡ଼ି ଯାଇଛି। ତାଙ୍କୁ ସଙ୍ଗେ ସଙ୍ଗେ ହାଲ୍‌ ମେଡ଼ିକାଲ୍‌ରେ ଭର୍ତ୍ତି […]

halll

halll

Manoranjan Sial
  • Published: Thursday, 08 August 2019
  • Updated: 08 August 2019, 05:03 PM IST

Sports

Latest News

କୋରାପୁଟ (ସୂର୍ଯ୍ୟନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲା ସୁନାବେଡା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଆଜି ଅଘଟଣ ଘଟିଛି। କମ୍ପ୍ରେସର ଫାଟି ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏନେଇ ସୂଚନା ଦେଇଛନ୍ତି SDPO ନିରଞ୍ଜନ ବେହେରା।

ହାଲ୍‌ର ମେକାନିକ୍‌ ହେଡ୍‌ ସୁଦାମ ମହାନ୍ତି ଆଜି ଫ୍ୟାକ୍ଟ୍ରିରେ ଏକା କାମ କରୁଥିଲେ। ଠିକ୍‌ ଏତିକି ବେଳେ କମ୍ପ୍ରେସର ଫାଟିଯାଇଥିଲା। ଫଳରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଶରୀରର ୯୦ ଭାଗ ପୋଡ଼ି ଯାଇଛି। ତାଙ୍କୁ ସଙ୍ଗେ ସଙ୍ଗେ ହାଲ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ହାଲ୍‌ କାରଖାନାରେ ଅଶାନ୍ତି ହେବା ଆଶଙ୍କା କରି ମୃତଦେହ ଡାକ୍ତରଖାନା ବାହାରକୁ ଅଣାଯାଉ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story