ଆସିକା(ମନୋଜ ମୁନୀ): ଶେରଗଡ ବ୍ଲକ ବ୍ରହ୍ମଣଛାଇ ପଞ୍ଚାୟତ ହାଇସ୍କୁଲଠାରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ହୋଇ ଯାଇଛି। ଏଥିରୁ ୨୦୦ରୁ ଊର୍ଦ୍ଧ୍ୱ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ବ୍ରହ୍ମପୁର ବଡ଼ ମେଡ଼ିକାଲ ବ୍ଲଡ଼ ବ୍ୟାଙ୍କର ଡାକ୍ତରୀ ଟିମ୍ ଓ ଶେରଗଡ ବ୍ଳକର ବିଜୁ ଛାତ୍ର ଜନତା ଦଳର ସହଯୋଗରେ ରକ୍ତଦାନ ଶିବିର ହୋଇଥିଲା।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳୀୟ କର୍ମୀ ଓ ନିର୍ବାଚିତ ପ୍ରତିନିଧିଙ୍କ ଦ୍ୱରା ଆଗକୁ ଏଭଳି ଆହୁରି ଅନେକ କାର୍ଯ୍ୟକ୍ରମ ଜାରି ରହିବ ବୋଲି ଆୟୋଜକ ପକ୍ଷରୁ କୁହାଯାଇଛି। ମୋ ପାରିବାର ଜିଲ୍ଲା ସଂଯୋଜକ ସୁବାସ ମହାରଣାଙ୍କ ସଂଯୋଜନାରେ ଏହି ରକ୍ତଦାନ ଶିବିର ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।