Advertisment

କୋଭିଡ଼ କଟକଣାକୁ ଫୁ: ‍ବନ୍ଦ ହେଲା ଭୁବନେଶ୍ୱରର ଏହି ମାର୍କେଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ଦ ହେଲା ଭୁବନେଶ୍ୱର ୧ ନମ୍ବର ହାଟ । ଆଜିଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟକୁ ବନ୍ଦ କରି ଦିଆଯାଇଛି । ଉଭୟ ହୋଲସେଲ୍ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି ।  କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବନ୍ଦ କରାଯାଇଛି  । ଆସନ୍ତାକାଲିଠାରୁ ୨ ଦିନିଆ ସଟଡାଉନ ଥିବାରୁ ଆଜି ହାଟରେ ପ୍ରବଳ ଗହଳି ଲାଗିଥିଲା ।  ଆଂଶିକ ଲକଡାଉନ ଯୋଗୁଁ ଏବେ […]

ଅଦ୍ୟତନ ହୋଇଛି
କୋଭିଡ଼ କଟକଣାକୁ ଫୁ: ‍ବନ୍ଦ ହେଲା ଭୁବନେଶ୍ୱରର ଏହି ମାର୍କେଟ

market-closed

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ଦ ହେଲା ଭୁବନେଶ୍ୱର ୧ ନମ୍ବର ହାଟ । ଆଜିଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟକୁ ବନ୍ଦ କରି ଦିଆଯାଇଛି । ଉଭୟ ହୋଲସେଲ୍ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି ।  କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ବନ୍ଦ କରାଯାଇଛି  ।

Advertisment

ଆସନ୍ତାକାଲିଠାରୁ ୨ ଦିନିଆ ସଟଡାଉନ ଥିବାରୁ ଆଜି ହାଟରେ ପ୍ରବଳ ଗହଳି ଲାଗିଥିଲା ।  ଆଂଶିକ ଲକଡାଉନ ଯୋଗୁଁ ଏବେ ହାଟରେ କାରବାର ଦିନ ୧ଟା ଯାଏ ଚାଲୁଛି। ହେଲେ ଆଜି ହାଟରେ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଥିଲା । ଏପରିକି ସାମାଜିକ ଦୂରତା, ମାସ୍କ ପିନ୍ଧିବା ଭଳି କରୋନା ନିୟମାବଳୀର ଉଲ୍ଲଂଘନ ହେଉଥିବା ନଜରକୁ ଆସିଥିଲା । ପ୍ରବଳ ଜନ ଗହଳି ଯୋଗୁଁ କରୋନା ସଂକ୍ରମଣ ବ୍ୟାପିବା ଆଶଙ୍କା ଥିବାରୁ ହାଟକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

COVID Guideline
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe