ଏଣିକି ସକାଳେ ପ୍ରଥମ, ଅପରାହ୍ଣରେ ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଟିକା ସମୟ ବଦଳିବା ନେଇ କମିଶନର ସଂଜୟ ସିଂହଙ୍କ ସୂଚନା ଦେଇଛନ୍ତି। ଖୁବ୍ ଶୀଘ୍ର ସକାଳେ କେବଳ ପ୍ରଥମ ଡୋଜ୍ ଓ ଅପରାହ୍ନରେ ଦ୍ୱିତୀୟ ଡୋଜ୍ ଦିଆଯିବ। ତେବେ ପ୍ରଥମ ଡୋଜ୍ ନେଇଥିବା ଯୁବବର୍ଗଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣ ଚାଲୁ ରହିଛି। ଆସନ୍ତା ସୋମବାର ସୁଦ୍ଧା ଡିଉ ଥିବା ଦ୍ୱିତୀୟ ଡୋଜ୍ ଟିକାକରଣ ସରିଯିବ। ଏହାପରେ ବାକିଥିବା ୧୮-୪୪ ବର୍ଗଙ୍କ ପ୍ରଥମ ଡୋଜ୍ ଟିକା ଆରମ୍ଭ ହେବ। ସକାଳ ସମୟରେ […]

vaccine

vaccine

Ranjit Kumar Jena
  • Published: Friday, 11 June 2021
  • Updated: 11 June 2021, 08:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଟିକା ସମୟ ବଦଳିବା ନେଇ କମିଶନର ସଂଜୟ ସିଂହଙ୍କ ସୂଚନା ଦେଇଛନ୍ତି। ଖୁବ୍ ଶୀଘ୍ର ସକାଳେ କେବଳ ପ୍ରଥମ ଡୋଜ୍ ଓ ଅପରାହ୍ନରେ ଦ୍ୱିତୀୟ ଡୋଜ୍ ଦିଆଯିବ। ତେବେ ପ୍ରଥମ ଡୋଜ୍ ନେଇଥିବା ଯୁବବର୍ଗଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣ ଚାଲୁ ରହିଛି।

ଆସନ୍ତା ସୋମବାର ସୁଦ୍ଧା ଡିଉ ଥିବା ଦ୍ୱିତୀୟ ଡୋଜ୍ ଟିକାକରଣ ସରିଯିବ। ଏହାପରେ ବାକିଥିବା ୧୮-୪୪ ବର୍ଗଙ୍କ ପ୍ରଥମ ଡୋଜ୍ ଟିକା ଆରମ୍ଭ ହେବ। ସକାଳ ସମୟରେ ଯୁବ ବର୍ଗଙ୍କୁ ପ୍ରଥମ ଡୋଜ୍ ଟିକାକରଣ କରାଯିବ। ଅପରାହ୍ନରେ ୧୮-୪୪ ଓ ୪୫ରୁ ଊର୍ଦ୍ଧ୍ୱଙ୍କୁ ୨ୟ ଡୋଜ୍ ଟିକା ଦିଆଯିବ।

ଟିକାକରଣ ନିମନ୍ତେ କୋ-ୱିନ୍ ପୋର୍ଟାଲରେ ପଞ୍ଜିକରଣ ନିୟମକୁ ମଧ୍ୟ କେନ୍ଦ୍ର ସରକାର କୋହଳ କରିଛନ୍ତି। ସ୍ମାର୍ଟଫୋନ୍ ନଥିବା ଅଂଚଳ କିମ୍ବା ବ୍ୟବହାର ଜାଣିନଥିବା ଲୋକେ, ପରିଚୟପତ୍ର ନଥିବା ଲୋକଙ୍କୁ ଦୃଷ୍ଟିରେ ରଖି ଏହି ନିୟମକୁ କୋହଳ କରାଯାଇଛି।

ଗତ ୭ତାରିଖରେ କେନ୍ଦ୍ର ସରକାର ଟିକାକରଣ ନିୟମକୁ କୋହଳ କରିବା ପରେ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏସମ୍ପର୍କରେ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ଭିତରେ ରାଜଧାନୀରେ ୪୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୨ ଓ ଲୋକାଲ୍ କଣ୍ଟାକ୍ଟରୁ ୩୮୩ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story