ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ୨୮ ତାରିଖରୁ ବନ୍ଦ ହେବ ସମସ୍ତ କୋଭିଡ୍ କେୟାର ସେଣ୍ଟର। କୋଭିଡ୍ ସ୍ଥିତିରେ ସୁଧୁରୁଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଏପରି ପଦକ୍ଷେପ ନେଇଛି। ହାଇଟେକ ଓ କିମ୍ସ ମେଡିକାଲ୍କୁ କ୍ଲୋଜର ନୋଟିସ୍ ଦେଇଛି ବିଏମ୍ସି। ସମ୍ ଓ ଅଶ୍ୱିନୀରେ ବେଡ୍ ସଂଖ୍ୟା ହ୍ରାସ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ସମ୍ ହସ୍ପିଟାଲରେ ୭୦ ଓ ଅଶ୍ୱିନୀରେ ୩୦ କୋଭିଡ୍ ଶଯ୍ୟା ରହିବ।
ଗତକାଲି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୧୫୬୧୯୩ ଜଣ କୋଭିଡ୍ରେ ଆକ୍ରାନ୍ତ ହୋଇନ୍ତି। ସେଥିରୁ ୧୧୮୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୪୪୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୫୭୨ ଜଣ ବିଭିନ୍ନ କୋଭିଡ୍ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛି। ଧୀରେ ଧୀରରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାରୁ କୋଭିଡ୍ କେୟାର ସେଣ୍ଟର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବିଏମ୍ସି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।