ଭୁବନେଶ୍ୱର ଡେପୁଟି ମେୟର ନିର୍ବାଚନ; ମଞ୍ଜୁଲତା ଡେପୁଟି ମେୟର ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ପାଇଁ ନିର୍ବାଚନ ହେବ। ୨୨ ନମ୍ବର ୱାର୍ଡର କର୍ପୋରେଟର ମଞ୍ଜୁଲତା କହଁର ବିଜେଡିର ଡେପୁଟି ମେୟର ପ୍ରାର୍ଥୀ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସେ ପିଜି କରିଛନ୍ତି। ଡେପୁଟି ମେୟର ପାଇଁ  ଦିନ ୧୧ଟାରୁ ୧୨ଟା ଯାଏଁ ନାମାଙ୍କନ ପତ୍ର ଯାଞ୍ଚ ହେବ।  ଦିନ ଗୋଟାଏ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ ଦିନ ସାଢେ ଗୋଟାଏରୁ […]

BBSR

BBSR

Tapaswini Nayak
  • Published: Saturday, 09 April 2022
  • Updated: 09 April 2022, 02:00 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ପାଇଁ ନିର୍ବାଚନ ହେବ। ୨୨ ନମ୍ବର ୱାର୍ଡର କର୍ପୋରେଟର ମଞ୍ଜୁଲତା କହଁର ବିଜେଡିର ଡେପୁଟି ମେୟର ପ୍ରାର୍ଥୀ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସେ ପିଜି କରିଛନ୍ତି।

ଡେପୁଟି ମେୟର ପାଇଁ  ଦିନ ୧୧ଟାରୁ ୧୨ଟା ଯାଏଁ ନାମାଙ୍କନ ପତ୍ର ଯାଞ୍ଚ ହେବ।  ଦିନ ଗୋଟାଏ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାର ହେବ। ଏକାଧିକ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ ଦିନ ସାଢେ ଗୋଟାଏରୁ ସାଢେ ୩ଟା ଯାଏ ଭୋଟ ନିଆଯିବ।

ସଂଖ୍ୟା ଦୃଷ୍ଟିରୁ ବିଜେଡି ଡେପୁଟି ମେୟର ପଦ ପାଇବା ଏକ ପ୍ରକାର ନିଶ୍ଚିତ। ୬୭ ଓ୍ୱାର୍ଡ ବିଶିଷ୍ଟ ଭୁବନେଶ୍ୱର ମହାନଗର ନିଗମରେ ବିଜେଡି ୪୮ଟି ଓ୍ୱାର୍ଡରେ ଜିତିଥିବା ବେଳେ ବିଜେପି ୧୦  ଓ ସ୍ୱାଧୀନ ପ୍ରାର୍ଥୀ ୯ଟିରେ ବିଜୟୀ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story