ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ହୋମ୍ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ତାଙ୍କ ପାଇଁ କଡ଼ା ନିର୍ଦ୍ଦେଶାବଳୀ ଜାରି କରିଛି ବିଏମ୍ସି। ଆକ୍ରାନ୍ତ ବସ୍ତିବାସିନ୍ଦା ହୋଇ ନ ଥିବେ ଓ ଘରେ ଆଇସୋଲେସନ ସୁବିଧା ଥିବା ନିହାତି ଜରୁରୀ। ସେଲ୍ଫ ଆଇସୋଲେସନରେ ରହିବା ନେଇ ଅଣ୍ଡରଟେକିଂ ମଧ୍ୟ ଦେବାକୁ ପଡ଼ିବ । ଆବଶ୍ୟକ ସ୍ଥଳେ BMC ଅଧିକାରୀଙ୍କୁ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଅନୁମତି ଦେବା ଜରୁରୀ ରହିଛି ।
HIV କିମ୍ବା କ୍ୟାନ୍ସର ପୀଡ଼ିତ ହୋଇଥିଲେ ହୋମ୍ ଆଇସୋଲେସନକୁ ସମ୍ପୂର୍ଣ୍ଣ ଭାବେ ମନା କରାଯାଇଛି । ୬୦ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିଲେ କିମ୍ବା ଉଚ୍ଚ ରକ୍ତଚାପ, ଡାଇବେଟିସ ରୋଗୀମାନେ ହୋମ୍ ଆଇସୋଲେସନରେ ରହିବାକୁ ଚାହୁଁଥିଲେ ସେମାନଙ୍କ ପାଇଁ ମଧ୍ୟ ସର୍ତ୍ତ ରଖାଯାଇଛି । ଡାଇବେଟିସ ଆଦି ରୋଗ ଥିଲେ ହୋମ ଆଇସୋଲେସନ ପାଇଁ ବିଏମ୍ସି କର୍ତ୍ତୃପକ୍ଷଙ୍କ ଅନୁମତି ଜରୁରୀ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।