ଭୁବନେଶ୍ୱର ଆସୁଥିବା ସମସ୍ତ ବିମାନ ଯାତ୍ରୀଙ୍କର ହେବ ଆର୍‌ଟି-ପିସିଆର୍‌ ଟେଷ୍ଟ, କାଲିଠୁ ଲାଗୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବି ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବିମାନବନ୍ଦର ପାଇଁ ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ବିମାନରେ ଭୁବନେଶ୍ୱର ଆସୁଥିବା ସମସ୍ତ ଯାତ୍ରୀଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ୍ କରାଯିବ ବୋଲି ବିଏମ୍‌ସି ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶ ଆସନ୍ତାକାଲିଠାରୁ ଲାଗୁ କରାଯିବ। ବିଏମ୍‌ସି ପକ୍ଷରୁ ବିମାନବନ୍ଦରରେ ଯାତ୍ରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌ ପାଇଁ ବ୍ୟବସ୍ଥା କରାଯିବ। […]

Airport1

Airport1

Jitendra Garnayak
  • Published: Thursday, 06 January 2022
  • Updated: 06 January 2022, 05:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବି ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ବିମାନବନ୍ଦର ପାଇଁ ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି।

ବିମାନରେ ଭୁବନେଶ୍ୱର ଆସୁଥିବା ସମସ୍ତ ଯାତ୍ରୀଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ୍ କରାଯିବ ବୋଲି ବିଏମ୍‌ସି ନିର୍ଦ୍ଦେଶ ଦେଇଛି। ଏହି ନିର୍ଦ୍ଦେଶ ଆସନ୍ତାକାଲିଠାରୁ ଲାଗୁ କରାଯିବ। ବିଏମ୍‌ସି ପକ୍ଷରୁ ବିମାନବନ୍ଦରରେ ଯାତ୍ରୀଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌ ପାଇଁ ବ୍ୟବସ୍ଥା କରାଯିବ।

ଏହି ନିର୍ଦ୍ଦେଶ ଅନୁଯାୟୀ, ବିମାନ ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର୍ ଟେଷ୍ଟ ବାଧ୍ୟତାମୂଳକ। ଯାତ୍ରୀମାନେ ଡବଲ୍ ଡୋଜ୍ ଟିକା ନେଇଥିଲେ ବା ନେଗେଟିଭ୍ ରିପୋର୍ଟ ଥିଲେ ବି ସେମାନଙ୍କର ଆର୍‌ଟି-ପିସିଆର୍‌ ଟେଷ୍ଟ କରାଯିବ। ରିପୋର୍ଟ ଆସିବ ପର୍ଯ୍ୟନ୍ତ ଯାତ୍ରୀମାନେ ହୋମ୍‌ ଆଇସୋଲେସନ୍‌ରେ ରହିବେ। ଯଦି ରିପୋର୍ଟ ପଜିଟିଭ୍ ଆସେ, ତା’ହେଲେ ପ୍ରୋଟୋକଲ୍ ଅନୁଯାୟୀ ପରବର୍ତ୍ତୀ ବ୍ୟବସ୍ଥା କରାଯିବ।

ବିଏମ୍‌ସି ଅଞ୍ଚଳରେ ଗତକାଲି ଆସିଥିବା ରିପୋର୍ଟ ଅନୁଯାୟୀ ଦିନକରେ ୩୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଓ ଆଜି ମିଶାଇ ମୋଟ ୧୪ ଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story