ମନ୍ତ୍ରୀ ଓ ମେୟରଙ୍କ ଘର ଘେରାଉ କଲେ ଲୋକେ

Ordigital Desk
  • Published: Sunday, 25 March 2018
  • , Updated: 25 March 2018, 01:22 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଏମ୍&zwnj;ସି ୱାର୍ଡ ପୁନର୍ଗଠନକୁ ବିରୋଧ କରି ରାଜଧାନୀରେ ମନ୍ତ୍ରୀ ଓ ମେୟରଙ୍କ ଘର ଉପରେ ଚଢ଼ାଉ କଲେ ଲୋକେ। ଆଗକୁ ବିଏମ୍&zwnj;ସି ନିର୍ବାଚନ ଥିବାବେଳେ ୪୩ ନମ୍ବର ୱାର୍ଡ ପୁନର୍ଗଠନକୁ ବିରୋଧ କରି ଲକ୍ଷ୍ମୀସାଗର ବାସିନ୍ଦା ଏବଂ ସ୍ଥାନୀୟ କର୍ପୋରେଟର ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ମେୟର ଅନନ୍ତ ନାରାୟଣ ଜେନାଙ୍କ ବାସଭବନ ଘେରାଉ କରିଥିଲେ।</p> <p>ଲୋକଙ୍କ ଅଭିଯୋଗ, ପୂର୍ବରୁ ୪୩ ନମ୍ବର ୱାର୍ଡରେ ଥିବା ବଡ଼ପୋଖରୀ ଓ ସନ୍ତୋଷୀ ବିହାର ଅଞ୍ଚଳକୁ ୪୯ ନମ୍ବର ୱାର୍ଡରେ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ବିରୋଧ କରିଛନ୍ତି ଲୋକେ ସ୍ଥାନୀୟ ଲୋକ। କର୍ପୋରେଟରଙ୍କ ଅଭିଯୋଗ ୪୩ ନମ୍ବର ୱାର୍ଡକୁ ସଙ୍କୁଚିତ କରାଯାଉଛି।</p>

Related story