ଶୀତ ଋତୁ ଆସୁଥିବାରୁ କୋଭିଡ୍‌ କଟକଣା ବଢ଼ାଇଲା ବିଏମ୍‌ସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶୀତ ଋତୁ ଆସୁଥିବାରୁ କୋଭିଡ୍‌ ବଢ଼ିବା ଆଶଙ୍କାରେ କଟକଣା କଡ଼ା କଲା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ବାହାଘର, ବ୍ରତଘର ଓ ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା କରାଯାଇଛି। ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ। କାର୍ଯ୍ୟକ୍ରମ ଆୟୋଜକ ପ୍ରବେଶ ସ୍ଥାନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା କରିବେ। କେବଳ ଖାଇବା ସମୟ ଛଡ଼ା ଅନ୍ୟ ସବୁଠି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍‌ […]

bmc

bmc

Manoranjan Sial
  • Published: Monday, 04 October 2021
  • Updated: 04 October 2021, 08:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶୀତ ଋତୁ ଆସୁଥିବାରୁ କୋଭିଡ୍‌ ବଢ଼ିବା ଆଶଙ୍କାରେ କଟକଣା କଡ଼ା କଲା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ବାହାଘର, ବ୍ରତଘର ଓ ଶୁଦ୍ଧିକାର୍ଯ୍ୟରେ ଲୋକସଂଖ୍ୟା ଉପରେ କଟକଣା କରାଯାଇଛି। ଏଣିକି ଏଭଳି ସାମାଜିକ କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ। କାର୍ଯ୍ୟକ୍ରମ ଆୟୋଜକ ପ୍ରବେଶ ସ୍ଥାନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା କରିବେ। କେବଳ ଖାଇବା ସମୟ ଛଡ଼ା ଅନ୍ୟ ସବୁଠି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଗାଇଡଲାଇନ ଉଲ୍ଲଂଘନ ହେଲେ ଆୟୋଜକ ଓ ହଲ୍‌ ମାଲିକ ଦାୟୀ ରହିବେ।

କଠୋର କଟକଣା ଯୋଗୁ ଏବେ ବହୁ କମ୍‌ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଭୁବନେଶ୍ୱରରେ ଆକ୍ରାନ୍ତ ସଂଖ୍ୟା ୨୦୦ ତଳରେ ରହୁଛି। ଗତକାଲି ବିଏମ୍‌ସି ଅଞ୍ଚଳରୁ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୦୯ ଲୋକାଲ୍‌ କେସ୍‌ ରହିଛନ୍ତି। ରବିବାର ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୧୩୩୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୮୮୧୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୩୫୧୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

ତେବେ ଆଗକୁ ପାର୍ବଣ ଓ ଶୀତ ଋତୁ ଆସୁଥିବାରୁ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଠୋର କରିଛନ୍ତି। ଦୋକାନ ବଜାର, ସପିଂ ମଲ୍‌ ଓ ବାହାରେ ଭିଡ ନକରିବାକୁ ଅପିଲ୍‌ କରାଯାଉଛି। ଏଥିପ୍ରତି ପୁଲିସ କଡ଼ା ନଜର ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story