ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଲକ୍ଷ୍ମୀସାଗରରେ ଥିବା ସନସାଇନ୍ ହସ୍ପିଟାଲକୁ ସୋ କଜ ନୋଟିସ କରି ଭୁବନେଶ୍ୱର ମହାନଗର ନିଗମ(BMC)। କୋଭିଡ୍ ଆକ୍ରାନ୍ତଙ୍କ ଚିକିତ୍ସା ବାବଦରେ ଫି’କୁ ନେଇ ନୋଟିସ କରିଛି। ଫି’କୁ ନେଇ ସରକାରଙ୍କ ନିର୍ଦ୍ଧାରିତ ଢାଞ୍ଚାକୁ ହସ୍ପିଟାଲ୍ କର୍ତ୍ତୃପକ୍ଷ ମାନୁ ନଥିବା ଅଭିଯୋଗ ହୋଇଛି।
କୋଭିଡ୍ ଚିକିତ୍ସା ପାଇଁ ଘରୋଇ ହସ୍ପିଟାଲ ଲାଗି ସରକାର ଫି’ ନିର୍ଦ୍ଧାରଣ କରିଥିଲେ। ହେଲେ ରାଜଧାନୀରେ କେତେକ ହସ୍ପିଟାଲ୍ ମନଇଚ୍ଛା ଫି’ ଆଦାୟ କରୁଥିଲେ। ଯେଉଁଥିପାଇଁ ଆଜି ସନ୍ସାଇନ୍ ହସ୍ପିଟାଲ୍କୁ ବିଏମ୍ସି ନୋଟିସ୍ କରିଛି।
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨,୩୯୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୋଳରୁ ୫୩୨, ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।