ବିଏମ୍‌ସିକୁ ଘାରିଛି ସଂକ୍ରମଣ ଭୟ, ସ୍ଥାନାନ୍ତର ହେବ ରାଜଧାନୀର ପ୍ରମୁଖ ହାଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମତ ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ସଂକ୍ରମଣ ଅଧିକ ବଢ଼ୁଥିବାର ଦେଖି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମ୍‌ସି) ଆଜି ବଡ଼ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟ ଗୁଡ଼ିକୁ ସ୍ଥାନାନ୍ତର କରାଯିବା ନେଇ ବିଏମସି ନିଷ୍ପତ୍ତି ନେଇଛି। ସ୍ଥାନାନ୍ତର ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେବ। ପ୍ରମୁଖ ହାଟ ଗୁଡ଼ିକ ମଧ୍ୟରେ ୟୁନିଟ୍-୧ ହାଟ ୟୁନିଟ୍-୧ […]

Vegetable Market

Vegetable Market

Ranjit Kumar Jena
  • Published: Thursday, 22 April 2021
  • Updated: 22 April 2021, 06:09 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମତ ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି। ସଂକ୍ରମଣ ଅଧିକ ବଢ଼ୁଥିବାର ଦେଖି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମ୍‌ସି) ଆଜି ବଡ଼ ନିଷ୍ପତ୍ତି ନେଇଛି।

ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟ ଗୁଡ଼ିକୁ ସ୍ଥାନାନ୍ତର କରାଯିବା ନେଇ ବିଏମସି ନିଷ୍ପତ୍ତି ନେଇଛି। ସ୍ଥାନାନ୍ତର ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହେବ। ପ୍ରମୁଖ ହାଟ ଗୁଡ଼ିକ ମଧ୍ୟରେ ୟୁନିଟ୍-୧ ହାଟ ୟୁନିଟ୍-୧ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତରିତ ହେବ। ବ୍ରହ୍ମେଶ୍ୱର ହାଟ ବ୍ରହ୍ମେଶ୍ୱର ମେଳଣ ପଡ଼ିଆକୁ ସ୍ଥାନାନ୍ତର କରିବା ନେଇ ବିଏମସି ନିର୍ଦ୍ଦେଶ ଦେଇଛି।

ସେହିପରି ଲିଙ୍ଗରାଜ ହାଟ ବିଏମସିର ମାର୍କେଟ୍ କମ୍ଲେକ୍ସକୁ ସ୍ଥାନାନ୍ତର ହେବ। ତେବେ ଆଜିଠାରୁ ୟୁନିଟ୍-୪ ହାଟ ଶାସ୍ତ୍ରୀନଗର ଓ ରେଡକ୍ରସ୍ ସମ୍ମୁଖ ରାସ୍ତାକୁ ଉଠି ଯାଇଛି।

ସୂଚନାଯୋଗ୍ୟ, ଆଜି ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୩୮୮୪୭୯ରେ ପହଞ୍ଚିଥିବା ବେଳେ ୩,୫୧୩୮୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୩,୫୦୭୫ରେ ପହଞ୍ଚିଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩୨ ପଜିଟିଭ ବାହାରିଛି। ସେହିପରି ଅନୁଗୁଳରୁ ୧୩୬, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୩୬, ଭଦ୍ରକରୁ ୭୧, ବଲାଙ୍ଗିରରୁ ୨୨୬, ବୌଦ୍ଧରୁ ୩୮, କଟକରୁ ୩୬୦, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୧୭, ଗଜପତିରୁ ୫୫, ଗଞ୍ଜାମରୁ ୧୩୫, ଜଗତସିଂହପୁରରୁ ୬୩, ଯାଜପୁରରୁ ୧୫୪ ଚିହ୍ନଟ ହୋଇଛନ୍ତି।

ଝାରସୁଗୁଡ଼ାରୁ ୩୫୫, କଳାହାଣ୍ଡିରୁ ୪୫୨, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୪୮, କେନ୍ଦୁଝରରୁ ୨୦୫, କୋରାପୁଟରୁ ୪୫, ମାଲକାନଗିରିରୁ ୧୬, ମୟୂରଭଞ୍ଜରୁ ୧୩୬, ନବରଙ୍ଗପୁରରୁ ୨୦୭, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୫୯, ପୁରୀରୁ ୨୮୬, ରାୟଗଡ଼ାରୁ ୧୦୫, ସମ୍ବଲପୁରରୁ ୨୨୯, ସୋନପୁରରୁ ୯୯, ସୁନ୍ଦରଗଡ଼ରୁ ୪୨୭, ଷ୍ଟେଟପୁଲରୁ ୨୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story