ସମୁଦ୍ରରେ ବୁଡ଼ିଗଲା ଡଙ୍ଗା: ଜଣେ ଗୁରୁତର, ୬ ଜଣ ପହଁରି ପହଁରି କୂଳକୁ ଆସିଲେ

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଖରକୁଦାରୁ ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ଡଙ୍ଗାବୁଡ଼ି ଡି .ସନ୍ୟାସୀ ନାମକ ଜଣେ ମତ୍ସ୍ୟଜୀବୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଡଙ୍ଗାରେ ଥିବା ଅନ୍ୟ ୬ ଜଣ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଆସିଛନ୍ତି। ସୂଚନା ଅନୁସାରେ ଆଜି ମାଛ ମାରିବା ପାଇଁ ଏକ ଡଙ୍ଗାରେ ୭ ଜଣ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଥିଲେ। ଏହି ସମୟରେ ଏକ ଉଚ୍ଚା ଲହଡି ଆସିବାରୁ […]

danga

danga

Tapaswini Nayak
  • Published: Tuesday, 11 September 2018
  • Updated: 11 September 2018, 06:20 AM IST

Sports

Latest News

ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ଗୋଖରକୁଦାରୁ ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ଡଙ୍ଗାବୁଡ଼ି ଡି .ସନ୍ୟାସୀ ନାମକ ଜଣେ ମତ୍ସ୍ୟଜୀବୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଡଙ୍ଗାରେ ଥିବା ଅନ୍ୟ ୬ ଜଣ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଆସିଛନ୍ତି।
ସୂଚନା ଅନୁସାରେ ଆଜି ମାଛ ମାରିବା ପାଇଁ ଏକ ଡଙ୍ଗାରେ ୭ ଜଣ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଥିଲେ। ଏହି ସମୟରେ ଏକ ଉଚ୍ଚା ଲହଡି ଆସିବାରୁ ଡଙ୍ଗାଟି ଓଲଟି ପଡ଼ିଥିଲା। ୬ଜଣ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଆସିଥିଲେ। ସେମାନେ ସାମାନ୍ୟ ଆହତ ହୋଇଛନ୍ତି। ସନ୍ୟାସୀ ନିଖୋଜ ହୋଇ ଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story