ବଙ୍ଗୋପସାଗରରେ ଲଘୁଚାପ:  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି।  ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର  ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଯେତିକି ରହିବ ଆଗାମୀ ସମୟରେ ଏହାର ପରିମାଣ ବଢ଼ିବ। ଏହି ଭଳି ପାଗ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ […]

brasha

brasha

Rakesh Mallick
  • Published: Monday, 14 September 2015
  • Updated: 14 September 2015, 06:10 AM IST

Sports

Latest News

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି।  ୨୪ ଘଣ୍ଟା ମଧ୍ୟରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର  ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ଯେତିକି ରହିବ ଆଗାମୀ ସମୟରେ ଏହାର ପରିମାଣ ବଢ଼ିବ। ଏହି ଭଳି ପାଗ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। କଟକରେ  ୫୩ ଦଶମିକ ୪, ପୁରୀରେ ୨୯,  କୋରାପୁଟରେ ୨୩ ଏବଂ ଦାରିଙ୍ଗବାଡ଼ିରେ ୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story