ବଙ୍ଗୋପସାଗର ସୃଷ୍ଟ  ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ଫଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ସହ ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତାସହ ଉତ୍ତରପୂର୍ବ ଦିଗରୁ ଘଣ୍ଟାପ୍ରତି ୩୫ରୁ ୪୦ କିଲୋମିଟର ବେଗରେ ପବନ […]

rain

rain

Rakesh Mallick
  • Published: Wednesday, 26 August 2015
  • Updated: 27 August 2015, 01:54 AM IST

Sports

Latest News

ଭୁବନେଶ୍ୱର:  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ଫଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ସହ ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତାସହ ଉତ୍ତରପୂର୍ବ ଦିଗରୁ ଘଣ୍ଟାପ୍ରତି ୩୫ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବା ପାଇଁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story