ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ଭୁବନେଶ୍ୱର ପାନ୍ଥ ନିବାସରେ ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଛି। ରାଜ୍ୟ ପର୍ଯ୍ୟଟନ ନିଗମ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଜରା ନିବାସର ଅନ୍ତେବାସୀମାନେ ସାମିଲ ହୋଇଥିଲେ। ଏହାସହ ପାନ୍ଥ ନିବାସରେ ରହୁଥିବା ପର୍ଯ୍ୟଟକମାନେ ମଧ୍ୟ ସାମିଲ ହୋଇଥିଲେ । ପର୍ଯ୍ୟଟନ ବିଭାଗ ପକ୍ଷରୁ ପାରମ୍ପରିକ ଓଡ଼ିଆ ଖାଦ୍ୟ ସହିତ ନୃତ୍ୟ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ମୋ କଲେଜର ଉପଦେଷ୍ଟା ଆକାଶ ଦାଶ ନାୟକ, ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଯୋଗଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
Miscellaneous
୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି
୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ୯ ତାରିଖ ଜନତା ମଇଦାନରେ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ।
Miscellaneous
ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ୨ଟି କିସ୍ତି ମିଳିବ
୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି।
Miscellaneous
ମୋରମ ଖଣିରେ ଫସିଛି ହାତୀ ଛୁଆ, ଜଗି ରହିଛି ମା’
ପାଖରେ ମା’ ହାତୀ ଏବଂ ହାତୀପଲ ଥିବାରୁ ଉଦ୍ଧାର କାର୍ଯ୍ୟ ହୋଇପାରିନି।