ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ସଇଁତଳାରେ ଥିବା ଗୋଳାବାରୁଦ କାରଖାନାରେ ଆଜି ସକାଳେ ବିସ୍ଫୋରଣ ପରେ ଲାଗିଥିବା ନିଅାଁକୁ ଆୟତ୍ତ କରାଯାଇଛି । ଏଥିରେ ୨ ଜଣ କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି । ଟିଟିଲାଗଡ଼ର ଦମକଳ ବାହିନୀ ଆଦି ନିଅାଁକୁ ଆୟତ୍ତ କରିଥିଲା । ଆଜି ସକାଳେ ୫ ନମ୍ବର ଫିଲିଂ ଷ୍ଟେସନରେ ବିସ୍ଫୋରଣ ପରେ ନିଅାଁ ଲାଗି ଯାଇଥିଲା । ପୂରା ଅଞ୍ଚଳ ଧୂଅାଁମୟ ହୋଇଯାଇଥିଲା । ତେବେ କେଉଁ କାରଣରୁ ବିସ୍ଫୋରଣ ହୋଇଥିଲା ତାହା ସ୍ପଷ୍ଟ ହୋଇପାରନି । ଏହି ଫିଲିଂ ସେଣ୍ଟରରେ ଆରଡିଏକ୍ସ ଫିଲିଂ କରାଯାଇଥାଲ । ତେଣୁ ଏଥିରେ ବିସ୍ଫୋରଣ ଘଟି ନିଅାଁ ଲାଗିଯାଇବା ସନେ୍ଦହ କରାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।