ବଲାଙ୍ଗିର: ବଡ଼ମାଳ ଗୋଳାବାରୁଦ କାରଖାନାରେ ଅଗ୍ନିକାଣ୍ଡ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ଆଜି ଅଗ୍ନିକାଣ୍ଡ ଘଟିଛି। କାରଖାନାର ୧୫ ନମ୍ୱର  ୟୁନିଟ୍ ସ୍ଥିତ ଗୋଦାମ ଘରେ  ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡ଼ିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।