ପଥରରେ ଛେଚି ହତ୍ୟା, କାରଣ ଅସ୍ପଷ୍ଟ

ବଲାଙ୍ଗିର: ବଲାଙ୍ଗିର ସଦର ବ୍ଲକ୍ ସିକାଛିଡା ଗାଁରେ ପଥରରେ ଛେଚି ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ରାମ ମହାକୁଡ଼। ତେବେ କାହିଁକି ଏବଂ କିଏ ତାଙ୍କୁ ହତ୍ୟା କରିଛି, ସେନେଇ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

nnn

Rakesh Mallick
  • Published: Wednesday, 04 October 2017
  • , Updated: 04 October 2017, 05:15 AM IST

Related story