ବଲାଙ୍ଗୀର: ସ୍ୱତନ୍ତ୍ର କୋଶଳ ରାଜ୍ୟ ପାଇଁ ଦୀର୍ଘ ଦିନରୁ ଦାବି କରି ଆସୁଛି କୋଶଳ କ୍ରାନ୍ତୀ ଦଳ। ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ ଆସନ୍ତା ଅଗଷ୍ଟ ୨୬ ତାରିଖରେ କୋଶଳ ରାଜ୍ୟ ବା ପଶ୍ଚିମ ଓଡିଶା ବନ୍ଦ ଡାକରା ଦେଇଛି କୋଶଳ ରାଜ୍ୟ ସମନ୍ୱୟ ସମିତି। ଆନ୍ଦୋଳନର ରୂପ ରେଖ ନେଇ ଆଜି ସ୍ଥାନୀୟ ଭଗବତୀ ହୋଟେଲ୍ ପରିସରରେ ଅନୁଷ୍ଠିତ ହୋଇଥିଲା ପ୍ରସ୍ତୁତି ବୈଠକ। ଗାଡି ଚଳାଚଳ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଦୋକାନ ବଜାର ସଂପୂର୍ଣ୍ଣ ବନ୍ଦ କରିବାକୁ ଡାକରା ଦେଇଛି ସମିତି। ବୈଠକରେ ବହୁ ସଂଖ୍ୟାରେ ବୁଦ୍ଧିଜୀବି ତଥା ବିଭିନ୍ନ ସଂଗଠନର କର୍ମକର୍ତ୍ତା ଯୋଗଦେଇ ଆନ୍ଦୋଳନକୁ ସମର୍ଥନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।