ବଲାଙ୍ଗୀର(ମନୋରଞ୍ଜନ ଯୋଶୀ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଦୀର୍ଘ ବର୍ଷ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦାବି ହୋଇଆସୁଛି। ଏଥିଲାଗି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାସ ମାସ ଧରି ଆନ୍ଦୋଳନ ଚାଲି ଆସୁଥିଲେ ବି କେନ୍ଦ୍ର କିମ୍ବା ରାଜ୍ୟ ସରକାର କର୍ଣ୍ଣପାତ କରୁ ନାହାନ୍ତି। ପ୍ରତିବାଦରେ ଆଜି ବଲାଙ୍ଗିର ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ।
ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାରେ ଥିବା ସବୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ, ଜୀବନବୀମା, ବ୍ୟାଙ୍କ ବନ୍ଦ ରହିଛି। ତେବେ ସ୍କୁଲ, କଲେଜ ସହ ଅନ୍ୟ ଶିକ୍ଷାନୁଷ୍ଠାନକୁ ବନ୍ଦ ଡାକରାରୁ ବାଦ୍ ଦିଆଯାଇଛି। ସେହିପରି ଯାନବାହନ ଚଳାଚଳ ସ୍ୱାଭାବିକ ରହିବା ସହ ଦୋକାନବଜାର ଖୋଲା ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
‘ପାପ’ ଧୋଇବା ଷ୍ଟ୍ରାଟେଜୀ ମାରିଲା ଫେଲ୍: ନିର୍ବାଚନ ଆୟୋଗଙ୍କ ୱେବସାଇଟରେ ରହିଛି ଜବାବ, ତଥାପି ପ୍ରଶ୍ନ କରିଛି ବିଜେଡି
ନିର୍ବାଚନ କମିଶନଙ୍କୁ ବିଜେଡି ପଚାରିଥିବା ପ୍ରଶ୍ନର ଉତ୍ତର ପୂର୍ବରୁ ଦେଇ ସାରିଛନ୍ତି କମିଶନ। ପ୍ରତିଷ୍ଠା ଦିବସ ଓ ସାଂଗଠନିକ ନିର୍ବାଚନ ପ୍ରକ୍ରିୟାରେ ଆନୁଷ୍ଠାନିକ ଭାବେ ପୁଣିଥରେ ପାଣ୍ଡିଆନଙ୍କ ଗୁରୁତ୍ୱ ବଢ଼ାଇବାକୁ ଆରମ୍ଭ ହୋଇଛି ଉଦ୍ୟମ।
Politics
ନୂଆବର୍ଷରେ ନୂଆ ପିସିସି ସଭାପତି! ଲବି କାମ ଦେବନି କହିଲେ ମୋକିମ
ବର୍ଷ ଆରମ୍ଭରୁ ନୂଆ ମଙ୍ଗୁଆଳଙ୍କୁ ଧରି ମଇଦାନକୁ ଓହ୍ଲାଇବ ଓଡ଼ିଶା କଂଗ୍ରେସ। ହେଲେ ଲବି ନୁହେଁ, ବରଂ କୋରାପୁଟରୁ ପୁରୀ ଯାଏଁ ଯେଉଁ ନେତାଙ୍କୁ ଲୋକ ଭଲ ପାଉଥିବେ, ତାଙ୍କୁ ହିଁ ଏଆଇସିସି ଦାୟିତ୍ୱ ଦେବ ବୋଲି କହିଛନ୍ତି ମହମ୍ମଦ ମୋକିମ୍।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।