ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଆଜି ବଲାଙ୍ଗିର ବନ୍ଦ

ବଲାଙ୍ଗୀର(ମନୋରଞ୍ଜନ ଯୋଶୀ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଦୀର୍ଘ ବର୍ଷ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ  ଦାବି ହୋଇଆସୁଛି। ଏଥିଲାଗି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାସ  ମାସ ଧରି ଆନ୍ଦୋଳନ ଚାଲି ଆସୁଥିଲେ ବି କେନ୍ଦ୍ର କିମ୍ବା ରାଜ୍ୟ ସରକାର କର୍ଣ୍ଣପାତ କରୁ ନାହାନ୍ତି। ପ୍ରତିବାଦରେ ଆଜି ବଲାଙ୍ଗିର ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାରେ ଥିବା ସବୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ […]

bolangiri-1..1

bolangiri-1..1

Niharika Rout
  • Published: Wednesday, 18 September 2019
  • Updated: 18 September 2019, 10:05 AM IST

Sports

Latest News

ବଲାଙ୍ଗୀର(ମନୋରଞ୍ଜନ ଯୋଶୀ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଦୀର୍ଘ ବର୍ଷ ହେବ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ  ଦାବି ହୋଇଆସୁଛି। ଏଥିଲାଗି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାସ  ମାସ ଧରି ଆନ୍ଦୋଳନ ଚାଲି ଆସୁଥିଲେ ବି କେନ୍ଦ୍ର କିମ୍ବା ରାଜ୍ୟ ସରକାର କର୍ଣ୍ଣପାତ କରୁ ନାହାନ୍ତି। ପ୍ରତିବାଦରେ ଆଜି ବଲାଙ୍ଗିର ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ।

ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାରେ ଥିବା ସବୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ, ଜୀବନବୀମା, ବ୍ୟାଙ୍କ ବନ୍ଦ ରହିଛି। ତେବେ ସ୍କୁଲ, କଲେଜ ସହ ଅନ୍ୟ ଶିକ୍ଷାନୁଷ୍ଠାନକୁ ବନ୍ଦ ଡାକରାରୁ ବାଦ୍ ଦିଆଯାଇଛି। ସେହିପରି ଯାନବାହନ ଚଳାଚଳ ସ୍ୱାଭାବିକ ରହିବା ସହ ଦୋକାନବଜାର ଖୋଲା ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story