ଆଜି ଶ୍ରାବଣ ମାସର ପ୍ରଥମ ସୋମବାର; ବିଭିନ୍ନ ଶୈବପୀଠରେ କାଉଡିଆଙ୍କ ଭିଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି କାଉଡ଼ିଆ। କଟକର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ବାବାଙ୍କ ମନ୍ଦିରରେ ଶ୍ରାବଣର ପ୍ରଥମ ସୋମବାର ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭୋର ୩ଟାରୁ ମନ୍ଦିର ଫିଟାଯିବା ପରେ ଦର୍ଶନ ଓ ଜଳଲାଗି ଆରମ୍ଭ ହୋଇଥିଲା। ଝୁଲା ପୋଲଠାରୁ ଆରମ୍ଭ କରି ମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ କରାଯାଇଛି। ସେହିପରି ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଜଳଲାଗି କରୁଛନ୍ତି କାଉଡ଼ିଆ। ଭୋର ୩ଟାରୁ […]

kaudia,,,

kaudia,,,

Tapaswini Nayak
  • Published: Monday, 22 July 2019
  • Updated: 22 July 2019, 08:18 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଦେବ ଦେବ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି କାଉଡ଼ିଆ। କଟକର ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱର ବାବାଙ୍କ ମନ୍ଦିରରେ ଶ୍ରାବଣର ପ୍ରଥମ ସୋମବାର ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।
ଭୋର ୩ଟାରୁ ମନ୍ଦିର ଫିଟାଯିବା ପରେ ଦର୍ଶନ ଓ ଜଳଲାଗି ଆରମ୍ଭ ହୋଇଥିଲା। ଝୁଲା ପୋଲଠାରୁ ଆରମ୍ଭ କରି ମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ କରାଯାଇଛି।

ସେହିପରି ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିରରେ ଜଳଲାଗି କରୁଛନ୍ତି କାଉଡ଼ିଆ। ଭୋର ୩ଟାରୁ ମନ୍ଦିର ଖୋଲାଯିବା ପରେ ପୂଜାର୍ଚ୍ଚନା ଓ ଜଳଲାଗି ଆରମ୍ଭ ହୋଇଥିଲା। ଶୃଙ୍ଖଳିତ ଦର୍ଶନ ଓ ଜଳଲାଗି ପାଇଁ ବ୍ୟାରିକେଡ କରାଯିବା ସହ ୨ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।

ପୁରୀ ଲୋକନାଥଙ୍କ ପୀଠରେ ପୁଲିସ ଓ ଶ୍ରୀଲୋକନାଥ ଦେବ ଟ୍ରଷ୍ଟି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ‌ଆଖଣ୍ଡଳମଣି ଧାମରେ ଭୋରରୁ ମନ୍ଦିର ଖୋଲାଯିବା ପରେ କାଉଡ଼ିଆ ମାନେ ମହାଦେବଙ୍କୁ ଜଳଲାଗି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story