ଶ୍ରୀଜିଉଙ୍କ ଦର୍ଶନ କଲେ ସୁପରଷ୍ଟାର ମିଥୁନ୍‌ ଚକ୍ରବର୍ତ୍ତୀ

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବଲିଉଡ୍‌ର ବରିଷ୍ଠ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଆଜି ସକାଳେ ସେ ଶ୍ରୀମନ୍ଦିରରେ ପହଞ୍ଚି ଭିତରକାଠ ନିକଟରୁ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ବେଳେ ତାଙ୍କ ସହ ତାଙ୍କର ଯାତ୍ରୀପଣ୍ଡା ତଥା ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର ଉପସ୍ଥିତ ଥିଲେ। ମିଥୁନ ଚକ୍ରବର୍ତ୍ତୀ ପ୍ରଥମେ ସିଂହଦ୍ୱାର ନିକଟରୁ ପତିତପାବନଙ୍କୁ ମୁଣ୍ଡିଆ ମାରିଥିଲେ। ଭିତରକାଠ ନିକଟରୁ ମହାପ୍ରଭୁଙ୍କ ଅବକାଶ ନୀତି ଦର୍ଶନ କରିବା […]

mithun1

mithun1

Jitendra Garnayak
  • Published: Thursday, 25 April 2019
  • Updated: 25 April 2019, 11:43 AM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବଲିଉଡ୍‌ର ବରିଷ୍ଠ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଆଜି ସକାଳେ ସେ ଶ୍ରୀମନ୍ଦିରରେ ପହଞ୍ଚି ଭିତରକାଠ ନିକଟରୁ ରତ୍ନସିଂହାସନରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି।

ଶ୍ରୀଜିଉଙ୍କ ଦର୍ଶନ ବେଳେ ତାଙ୍କ ସହ ତାଙ୍କର ଯାତ୍ରୀପଣ୍ଡା ତଥା ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର ଉପସ୍ଥିତ ଥିଲେ। ମିଥୁନ ଚକ୍ରବର୍ତ୍ତୀ ପ୍ରଥମେ ସିଂହଦ୍ୱାର ନିକଟରୁ ପତିତପାବନଙ୍କୁ ମୁଣ୍ଡିଆ ମାରିଥିଲେ। ଭିତରକାଠ ନିକଟରୁ ମହାପ୍ରଭୁଙ୍କ ଅବକାଶ ନୀତି ଦର୍ଶନ କରିବା ସହ ବେହରଣ ଦ୍ୱାର ଦେଇ ବାହାରକୁ ଆସିଥିଲେ।

ସେ ମାଆ ବିମଳା ଦେବୀ, ସରସ୍ୱତୀ ଓ ପରେ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ। ସେ ଆନନ୍ଦ ବଜାର ବି ବୁଲି ଦେଖିଥିଲେ। ମନ୍ଦିର ପ୍ରଶାସନ ପକ୍ଷରୁ ମିଥୁନ ଚକ୍ରବର୍ତ୍ତୀଙ୍କ ଦର୍ଶନ ଲାଗି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା।

ମାନସିକ ଥିବାରୁ ପୁରୀ ଆସି ସେ ମହାପ୍ରଭୁଙ୍କୁ ଦର୍ଶନ କରିଥିବା କହିଛନ୍ତି। ଭଗବାନଙ୍କ ଆଗରେ ଆଉ କ’ଣ କହିବେ ବୋଲି କହି ସେ ଆଉ କୌଣସି ପ୍ରତିକ୍ରିୟା ଦେବାକୁ ମନା କରି ଦେଇଥିଲେ।

ତେବେ ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସମହାପାତ୍ର କହିଛନ୍ତି ଯେ ଅପରାହ୍ଣରେ ମିଥୁନ ଚକ୍ରବର୍ତ୍ତୀ ଶ୍ରୀମନ୍ଦିରରେ ବ୍ରାହ୍ମଣ ଭୋଜନ କରାଇବେ।

ସୂଚନାଯୋଗ୍ୟ, ଗତକାଲି ରାତିରେ ମିଥୁନ୍‌ ପୁରୀରେ ପହଞ୍ଚିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story