ଜମିଜମା ବିବାଦରୁ ବୋମାମାଡ଼

ପୁରୀ (ଓଡ଼ିଶା ରିପୋର୍ଟର): ଜମିଜମା ବିବାଦକୁ ନେଇ ପୁରୀ ସଦର ଥାନା ଷଣ୍ଢପୁର ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଗୋଟିଏ ପରିବାରର ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି । ଚିକିତ୍ସା ନିମନ୍ତେ ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ପୀଡ଼ିତଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

10--puri-1--1

Niharika Rout
  • Published: Thursday, 02 January 2020
  • , Updated: 02 January 2020, 07:54 AM IST

ପୁରୀ (ଓଡ଼ିଶା ରିପୋର୍ଟର): ଜମିଜମା ବିବାଦକୁ ନେଇ ପୁରୀ ସଦର ଥାନା ଷଣ୍ଢପୁର ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଗୋଟିଏ ପରିବାରର ୫ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି ।

ଚିକିତ୍ସା ନିମନ୍ତେ ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ପୀଡ଼ିତଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Related story