କଟକ (ଓଡ଼ିଶା ରିପୋର୍ଟର): କଟକ ବାଦାମବାଡ଼ି ଥାନାଠାରୁ ୧୦୦ ମିଟର ଦୂର ଜୟଶ୍ରୀ ସିନେମା ହଲ ନିକଟରେ ଆଜି ବୋମା ମାଡ଼ ହୋଇଛି। ମାତ୍ର ଏଥିରେ କେହି ମୃତାହତ ହୋଇନାହାନ୍ତି। ବସ୍ ଷ୍ଟାଣ୍ଡ ହକର ବିବାଦକୁ କେନ୍ଦ୍ର କରି ଏହି ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ବୋମା ମାଡ଼ ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି। ମାସକ ଭିତରେ ବାଦାମବାଡ଼ି ଅଞ୍ଚଳରେ ତୃତୀୟ ଥର ପାଇଁ ବୋମାମାଡ଼ ହୋଇଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଯାହା ଏବେ ପୋଲିସର ଚିନ୍ତା ବଢ଼ାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।