ଯାଜପୁର (ଅଭୟ ପତି): ଯାଜପୁର ସୁକିନ୍ଦାରେ ଜଣେ ଜିଲ୍ଲା ପରିଷଦ ସଭ୍ୟଙ୍କ ଗାଡ଼ି ଉପରକୁ ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ସରୋଜିନୀ ରାଜ୍। ସେ ସୁକିନ୍ଦା ୩୯ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଅଛନ୍ତି।
ବୋମାମାଡ଼ରେ ସରୋଜିନୀ ସାମାନ୍ୟ ଆହତ ହୋଇଥିବା ବେଳେ ତାଙ୍କ ଗାଡ଼ିର କିଛି ଅଂଶ କ୍ଷତିଗ୍ରସ୍ତ ହୋଇଛି।
ଗତକାଲି ସରୋଜିନୀ ହରିପୁରରେ ନିର୍ବାଚନ ପ୍ରଚାର ସାରି ଫେରୁଥିବା ବେଳେ ଏହି ବୋମାମାଡ଼ ହୋଇଥିଲା। ରାଜନୈତିକ ଆକ୍ରୋଶ ରଖି ତାଙ୍କ ଉପରେ ଆକ୍ରମଣ କରାଯାଇଥିବା ସରୋଜିନୀ ତାଙ୍କ ଏତଲା ଦର୍ଶାଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।