ଦାଦାବଟି ଆଦାୟକୁ କେନ୍ଦ୍ର କରି ବୋମାମାଡ଼

<p>କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରାରେ ଜଣେ ଠିକାଦାରଙ୍କ ଉପରକୁ ବୋମାମାଡ଼ ହୋଇଛି। ଚାଉଳିଆ ବାମରାରେ କେନାଲ କାମ ଚାଲିଥିବା ବେଳେ ଠିକାଦାର ଅନୀଲ ମହାନ୍ତିଙ୍କ ଉପରକୁ ଏହି ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଅନୀଲଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p> <p>ଏକ ନାଲି ପଲର୍ସରରେ ୨ଜଣ ଦୁର୍ବୃତ୍ତ ଆସି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି। ଦାଦାବଟି ଆଦାୟକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପାଟକୁରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।</p>

Ordigital Desk
  • Published: Thursday, 22 March 2018
  • Updated: 22 March 2018, 08:39 AM IST

Sports

Latest News

<p>କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରାରେ ଜଣେ ଠିକାଦାରଙ୍କ ଉପରକୁ ବୋମାମାଡ଼ ହୋଇଛି। ଚାଉଳିଆ ବାମରାରେ କେନାଲ କାମ ଚାଲିଥିବା ବେଳେ ଠିକାଦାର ଅନୀଲ ମହାନ୍ତିଙ୍କ ଉପରକୁ ଏହି ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଅନୀଲଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।</p><p>ଏକ ନାଲି ପଲର୍ସରରେ ୨ଜଣ ଦୁର୍ବୃତ୍ତ ଆସି ବୋମାମାଡ଼ କରି ଫେରାର ହୋଇଯାଇଛନ୍ତି। ଦାଦାବଟି ଆଦାୟକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପାଟକୁରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos