ମାଛ ମରାକୁ ନେଇ ବୋମାମାଡ

ପିପିଲି(ଦ୍ୱିତିକୃଷ୍ଣ ପଟ୍ଟନାୟକ): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଓ ବୋମାମାଡ ହୋଇଛି। ପୁରୀ ଜିଲ୍ଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ ଏଭଳି ଘଟଣା ଘଟିଛି । ଏଥିରେ ୨ଜଣ ଆହତ ହୋଇଛି। ସେମାନଙ୍କୁ କଣାସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୟା ନଦୀ କୂଳରେ ମାଛ ଧରାକୁ କେନ୍ଦ୍ରକରି  ଜାଗୁଳାଇପଦର ଓ ନଈକୂଳପାଟଣା ଗାଁ ଲୋକଙ୍କ ମଧ୍ୟରେ ଏହି ଗଣ୍ଡଗୋଳ ହୋଇଥିଲା। ପରିସ୍ଥିତି ଏପରି ଉପୁଜିଥିଲା ଯେ ଗଣ୍ଡଗୋଳରୁ ବୋମାମାଡ ଯାଏଁ […]

bombing-1

bombing-1

Madhupriya Mistry
  • Published: Sunday, 27 December 2020
  • Updated: 27 December 2020, 02:32 PM IST

Sports

Latest News

ପିପିଲି(ଦ୍ୱିତିକୃଷ୍ଣ ପଟ୍ଟନାୟକ): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଓ ବୋମାମାଡ ହୋଇଛି। ପୁରୀ ଜିଲ୍ଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ ଏଭଳି ଘଟଣା ଘଟିଛି । ଏଥିରେ ୨ଜଣ ଆହତ ହୋଇଛି। ସେମାନଙ୍କୁ କଣାସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୟା ନଦୀ କୂଳରେ ମାଛ ଧରାକୁ କେନ୍ଦ୍ରକରି  ଜାଗୁଳାଇପଦର ଓ ନଈକୂଳପାଟଣା ଗାଁ ଲୋକଙ୍କ ମଧ୍ୟରେ ଏହି ଗଣ୍ଡଗୋଳ ହୋଇଥିଲା। ପରିସ୍ଥିତି ଏପରି ଉପୁଜିଥିଲା ଯେ ଗଣ୍ଡଗୋଳରୁ ବୋମାମାଡ ଯାଏଁ କଥା ପହଞ୍ଚିଥିଲା। ଏଥିରେ ୨ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଡାକ୍ତରଖାନରେ ଭର୍ତ୍ତି କରିଛି। ସେପଟେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ଗଡିଶାଗଦା ଥାନାଧିକାରୀ ଏବଂ ୨ ସେକ୍ସନ ପୁଲିସ ମୁତୟନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story