କଟକରେ ପୁଣି ଫୁଟିଲା ବୋମା

କଟକ(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ନୀରବତା ପରେ କଟକରେ ଫୁଟିଛି ବୋମା। ମାତ୍ର ଏଥିରେ କିଛି କ୍ଷୟକ୍ଷତି ହୋଇନାହିଁ। ଜମିବାଡ଼ି ବିବାଦରୁ ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଓଡ଼ିଆ ବଜାରସ୍ଥିତ ଘରେ ସେକ୍‌ ବାବୁ ଘର ଥିଲେ। ଏହି ସମୟରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ଘର ଉପରକୁ ୨ଟି ବୋମା ଫିଙ୍ଗି ଥିଲେ। ସୌଭାଗ୍ୟରୁ ଗୋଟିଏ ବୋମା ନାଳରେ ପଡ଼ିଥିବା ବେଳେ ଅନ୍ୟଟି ତାଙ୍କ ବାରଣ୍ଡାରେ ପଡ଼ିଥିଲା। ମାତ୍ର ଏଥିରେ […]

cuttack

cuttack

Manoranjan Sial
  • Published: Friday, 22 November 2019
  • Updated: 22 November 2019, 10:01 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ନୀରବତା ପରେ କଟକରେ ଫୁଟିଛି ବୋମା। ମାତ୍ର ଏଥିରେ କିଛି କ୍ଷୟକ୍ଷତି ହୋଇନାହିଁ। ଜମିବାଡ଼ି ବିବାଦରୁ ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି।

ଓଡ଼ିଆ ବଜାରସ୍ଥିତ ଘରେ ସେକ୍‌ ବାବୁ ଘର ଥିଲେ। ଏହି ସମୟରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ଘର ଉପରକୁ ୨ଟି ବୋମା ଫିଙ୍ଗି ଥିଲେ। ସୌଭାଗ୍ୟରୁ ଗୋଟିଏ ବୋମା ନାଳରେ ପଡ଼ିଥିବା ବେଳେ ଅନ୍ୟଟି ତାଙ୍କ ବାରଣ୍ଡାରେ ପଡ଼ିଥିଲା। ମାତ୍ର ଏଥିରେ କିଛି କ୍ଷୟକ୍ଷତି ଘଟିନାହିଁ।

ଖବର ପାଇଁ ଦରଘାବଜାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି। ମାତ୍ର ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନାହିଁ। ବୋମା ମାଡ଼ର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଜମିବାଡ଼ି ବିବାଦକୁ ନେଇ ହୋଇଥିବା ଜଣାପଡ଼ିଛି। ସୁରକ୍ଷା ଦୃଷ୍ଟିରୁ ଓଡ଼ିଆ ବଜାରରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story