ନିଜେ ଉଜାଡ଼ି ଦେଲେ ନିଜ ସଂସାର; ପୁଅ ସହ ମିଶି ସ୍ୱାମୀକୁ ହାଣି ଦେଲେ

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ପୁଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ। ଟିକାୟତ୍ତପାଲିର ସରସରା ଗାଁରେ ଘଟିଛି ଏହି ଘଟଣା। ସାମାନ୍ୟ ବଚସାରୁ ମା’ପୁଅ ତାଙ୍କୁ ହାଣି ପକାଇଥିବା ସୂଚନା ମିଳିଛି। ଏହି ଘଟଣାରେ ପୋଲିସ୍ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।  

mm

mm

Rakesh Mallick
  • Published: Wednesday, 03 May 2017
  • Updated: 03 May 2017, 09:50 PM IST

Sports

Latest News

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର କରି ପୁଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲା ସ୍ତ୍ରୀ। ଟିକାୟତ୍ତପାଲିର ସରସରା ଗାଁରେ ଘଟିଛି ଏହି ଘଟଣା। ସାମାନ୍ୟ ବଚସାରୁ ମା’ପୁଅ ତାଙ୍କୁ ହାଣି ପକାଇଥିବା ସୂଚନା ମିଳିଛି। ଏହି ଘଟଣାରେ ପୋଲିସ୍ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos